ଓଡ଼ିଶାରେ କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି, ନିଜ ବ୍ଲକରେ ଚାକିରି କରିପାରିବେନି

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ଶିକ୍ଷକଙ୍କୁ ବାଦ ଦେଇ ଅନ୍ୟ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ।

ଅଧିକାରୀମାନଙ୍କୁ ଯେତେଦୂର ସମ୍ଭବ ନିଜ ଜିଲାରେ ନିଯୁକ୍ତି ଦିଆଯିବ ନାହିଁ। ଜିଲା କ୍ୟାଡର ଅଧିକାରୀ କିମ୍ବା କର୍ମଚାରୀ ଏକ ସ୍ଥାନରେ ଅତି କମରେ ୩ ବର୍ଷ ରହିବା ପରେ ବଦଳି ପାଇଁ ଯୋଗ୍ୟ ହେବେ ଏବଂ ୬ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ରହିପାରିବେ ନାହିଁ। ଯେଉଁ ଅଧିକାରୀ ଚାକିରିର ୫ ବର୍ଷ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କାମ କରିଥିବେ, ସେମାନେ ଅନ୍ୟ ଜିଲ୍ଲାକୁ ବଦଳି ହୋଇପାରିବେ। ଅନ୍ୟପକ୍ଷରେ, ୧୦ ବର୍ଷ ଅନ୍ୟ ଜିଲାରେ କାମ କରିଥିବା ଅଧିକାରୀମାନେ ଏହି ଜିଲ୍ଲାଗୁଡ଼ିକରେ ନିଯୁକ୍ତ ହେବେ।

ସ୍ବାମୀ-ସ୍ତ୍ରୀ ଉଭୟ ସରକାରୀ କର୍ମଚାରୀ ହୋଇଥିଲେ ସେମାନଙ୍କୁ ନିକଟସ୍ଥ ଅଞ୍ଚଳରେ ନିଯୁକ୍ତି ଦିଆଯାଇପାରିବ। ଅବସର ପୂର୍ବରୁ ୨ ବର୍ଷ ବାକି ଥିବା ଅଧିକାରୀଙ୍କୁ ସେମାନଙ୍କ ବର୍ତ୍ତମାନ ଜାଗାରେ ରଖାଯାଇପାରିବ କିମ୍ବା ନିଜ ଜିଲ୍ଲାକୁ ବଦଳି କରାଯାଇପାରିବ। ଏକ କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବାକୁ ବିଭାଗ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri