CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୯୦୨

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮୨୭ ଲୋକାଲ କେସ୍‌ ରହିଛି।
ତେବେ ଖୋର୍ଦ୍ଧାରେ ପଜିିଟିଭ ସଂଖ୍ୟା ଆଜି ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ୯୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲାରୁ କେବଳ ୯୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୪୫୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧୬୫୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୯୧୮୪ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଆଖି ବୁଜି ସାରିଲେଣି ୭୮୩ ଜଣ।


Enter your email to get our daily news in your inbox.

All Right Reserved By Dharitri.Com

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri