ମୁଲାୟମ ସିଂ ଯାଦବଙ୍କ ଉପରେ ଆସୁଛି ଫିଲ୍ମ: ପୋଷ୍ଟର ରିଲିଜ୍‌

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ରାଜନୀତିରେ ଜଣେ ଅଗ୍ରଣୀ ନେତା ଭାବେ ପରିଚିତ ମୁଲାୟମ ସିଂ ଯାଦବଙ୍କ ଉପରେ ଏକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ଶୁଭେନ୍ଦୁ ରାଜ ଘୋଷ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର ନାମ ‘ମେନ ମୁଲାୟମ ସିଂ ଯାଦବ’ ରଖାଯାଇଛି। ଫିଲ୍ମର ପ୍ରଥମ ଲୁକ ଜାରି ହୋଇଛି। ଯେଉଁଥିରେ ମୁଲାୟମ ସିଂ ବହୁତ ଶକ୍ତିଶାଳୀ ରୂପରେ ନଜର ଆସିଛନ୍ତି। ଏହି ଫିଲ୍ମର ପ୍ରଥମ ଲୁକ ସୋସିଆଲ ମିଡିଆରେ ଟ୍ରେଣ୍ଡ ହେଉଛି। ମୁଲାୟମ ସିଂ ଯାଦବ ହେଉଛନ୍ତି ସେହି ବ୍ୟକ୍ତି ଯିଏ ପୁଞ୍ଜିବାଦ ଏବଂ ଅମଲାତନ୍ତ୍ର ପ୍ରାଧାନ୍ୟ ବିସ୍ତାର କଲାବେଳେ ରାଜନୀତିରେ ପାଦ ଦେଇଥିଲେ। ଏହି ଚଳଚ୍ଚିତ୍ରରେ ମିତ ସେଠୀ, ମିମୋହ ଚକ୍ରବର୍ତ୍ତୀ, ଗୋବିନ୍ଦ ନାମଦେବ, ମୁକେଶ ତିୱାରୀ, ଜରିନା ୱାହାବ ଏବଂ ସୁପ୍ରିୟା କର୍ନିକଙ୍କ ଭଳି ଅଭିନେତାମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ। ଫିଲ୍ମ କେବେ ରିଲିଜ ହେବ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri