ଭୁବନେଶ୍ୱର, ୨୪।୯: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ଅଧୀନ ମହାନଦୀ ବିହାର ଶାଖାର ନୂତନ ପରିସର ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଏହି ଶାଖା ପୂର୍ବରୁ ଶିଖରପୁରସ୍ଥିତ ପ୍ରଧାନ ଟ୍ରାନ୍ସପୋର୍ଟ ବିଲ୍ଡିଂରେ କାର୍ଯ୍ୟକ୍ଷମ ଥିଲା। ବିଶେଷକରି ଗ୍ରାହକମାନଙ୍କୁ ଉତ୍ତମ ବ୍ୟାଙ୍କିଙ୍ଗ୍ ସେବା ଯୋଗାଇଦେବା ପାଇଁ ଉକ୍ତ ଶାଖାକୁ କଟକର ମହାନଦୀ ବିହାରକୁ ସ୍ଥାନାନ୍ତର କରାଯାଇଛି ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଏନ୍ବିଜି ଓଡ଼ିଶାର ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ଏସ୍.ମଳୟ ଦାସ, ଉପ ଆଞ୍ଚଳିକ ପ୍ରବନ୍ଧକ ଅଶୋକ କୁମାର ଜେନା, ଏନ୍ବିଜି ଓଡ଼ିଶାର ସହାୟକ ମହାପ୍ରବନ୍ଧକ ନବଦ୍ୱୀପ ମହାନ୍ତି ଏବଂ ଆଞ୍ଚଳିକ କାର୍ଯ୍ୟାଳୟର କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ବିକ୍ରମ କେଶରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର ସଭାର ଆୟୋଜନ କରାଯାଇଥିଲା।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

