ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର ଉଦ୍‌ଘାଟିତ

କଟକ,୧୪।୫: ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର କଟକର ସିଡିଏଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର କ୍ଷେତ୍ର ମହାପ୍ରବନ୍ଧକ ଏମ୍‌.ଅରୁଣା, ଆଞ୍ଚଳିକ ମୁଖ୍ୟ ପରିକ୍ଷିତ ଦାଶ ମହାପାତ୍ରଙ୍କ ସମେତ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟର ପାର୍ଶ୍ୱବର୍ତ୍ତୀ ଶାଖା ଓ ସ୍ଥାନୀୟ ଶାଖାଗୁଡିକର ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ୍‌ ବ୍ୟାଙ୍କ କଟକ ଅଞ୍ଚଳ ଅଧୀନରେ କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଭଳି ଜିଲାରେ ବ୍ୟାଙ୍କର ୬୬ଟି ଶାଖା ଅନ୍ତଭୁର୍କ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri