୩ ଜିଲା ପାଇଁ ସଭାପତି ଘୋଷଣା କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା…

ଭୁବନେଶ୍ୱର,୪।୯: ୩ ଜିଲା ପାଇଁ ସଭାପତି ଘୋଷଣା କଲା ବିଜୁ ଜନତା ଦଳ। ଢେଙ୍କାନାଳ, କୋରାପୁଟ ଓ ରାୟଗଡ଼ା ଜିଲାରେ ନୂଆ ସଭାପତି ଘୋଷଣା କରାଯାଇଛି। ନୃସିଂହ ଚରଣ ସାହୁ ଢେଙ୍କାନାଳ ଜିଲା ବିଜେଡି ସଭାପତି, ଝିନ ହିକ୍କା କୋରାପୁଟ ଜିଲା ବିଜେଡି ସଭାପତି ଏବଂ ଜଗନ୍ନାଥ ସାରକା ରାୟଗଡା ବିଜେଡି ଜିଲା ସଭାପତି ହୋଇଛନ୍ତି।

ଅନ୍ୟପଟେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ହୋଇଛନ୍ତି ସ୍ନେହାଙ୍ଗିନୀ ଛୁରିଆ। ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ୩ ବରିଷ୍ଠ ସାଧାରଣ ସଂପାଦିକା ଓ ୧୨ ସାଧାରଣ ସଂପାଦିକା ନିଯୁକ୍ତ ହୋଇଛନ୍ତି। ସୁମିତ୍ରା ଜେନା, ରାଜଶ୍ରୀ ମଲ୍ଲିକ ଓ ଲେଖାଶ୍ରୀ ସାମନ୍ତସିଂହାର-ବରିଷ୍ଠ ସାଧାରଣ ସଂପାଦିକା। ସେହିପରି ସୁଲୋଚନା ଦାସ, ସୁଲତା ଦେଓ, ବର୍ଷା ସିଂ ବରିହା- ସାଧାରଣ ସଂପାଦିକା। ଶ୍ରର୍ମିଷ୍ଠା ସେଠୀ, ଶ୍ରୀମୟୀ ମିଶ୍ର,ଲୋପାମୁଦ୍ରା ବକ୍ସିପାତ୍ର- ସାଧାରଣ ସଂପାଦିକା ଭାବେ ନିଯୁକ୍ତ ହୋଇଛନ୍ତି। ମୀନତି ବେହେରା, କସ୍ତୁରୀ ମହାପାତ୍ର, ପଦ୍ମିନୀ ଦିଆନ- ସାଧାରଣ ସଂପାଦିକା। ଦୀପାଳି ଦାସ, ରଂଜିତା ସାହୁ ଓ ଗୀତାଞ୍ଜଳି ବସ୍ତିଆ- ସାଧାରଣ ସଂପାଦିକା ଭାବେ ନିଯୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?