ଆସସ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୪।୮: ଆସସ୍‌ ଇଣ୍ଡିଆ, ରିପବିକ୍ଲ ଅଫ୍‌ ଗେମର୍ସ (ରଗ୍‌) ପକ୍ଷରୁ ରଗ୍‌ ଜିଫାଇରସ୍‌ ଡୁଓ୧୬, ଜିଫାଇରସ୍‌ ଜି୧୪ ଓ ଫ୍ଲୋ ଏକ୍ସ୧୬ ସମେତ ପାୱାର ଓ ଅପ୍‌ଗ୍ରେଡେଡ୍‌ ପର୍‌ଫର୍ମାନ୍ସ ସହ ସୁସଜ୍ଜିତ ଜିଫାଇରସ୍‌ ଜି୧୫ ଓ ଫ୍ଲୋ ଏକ୍ସ୧୩ର ନୂଆ ଏଡିଶନର ଶୁଭାରମ୍ଭ କରାଯାଇଛି। ଏହା ବେଶ୍‌ ଶକ୍ତିଶାଳୀ ଗେମିଙ୍ଗ୍‌ ଅନୁଭୂତି ପ୍ରଦାନ କରିବା ପାଇଁ ଏଏମ୍‌ଡି ରାଇଜେନ୍‌ ୬୦୦୦ସିରିଜ୍‌ ମୋବାଇଲ ପ୍ରୋସେସର ସହ ଏକ ଏମ୍‌ୟୁଏକ୍ସ ସ୍ବିଚ୍‌ ରହିଛି। କମ୍ପାକ୍ଟ ଇଜ୍‌ ଦ ନ୍ୟୁ ଇମ୍ପାକ୍ଟର ଦର୍ଶନକୁ ଅନୁବାଦିତ କରି ଏହି ନୂଆ ଗେମିଙ୍ଗ୍‌ ଶୃଙ୍ଖଳା ଓ ଅଭିଜ୍ଞତାକୁ ବୃଦ୍ଧି କରି ଗେମରଙ୍କୁ ବିବିଧତା ପ୍ରଦାନ କରୁଛି। ଅପରପକ୍ଷରେ ଆସସ୍‌ ରଗ୍‌ ପକ୍ଷରୁ ହାସ୍‌ଟ୍ୟାଗ୍‌ ବିୟୁୱିଥ୍‌ରଗ୍‌ କ୍ୟାମ୍ପେନ୍‌ର ଶୁଭାରମ୍ଭ ମଧ୍ୟ କରାଯାଇଛି। ଆସସ୍‌ ଇଣ୍ଡିଆର ସିଷ୍ଟମ ବିଜ୍‌ନେସ୍‌ ଗ୍ରୁପ୍‌ର କଞ୍ଜ୍ୟୁମର ଓ ଗେମିଙ୍ଗ୍‌ ପିସି ବିଭାଗର ବିଜ୍‌ନେସ୍‌ ହେଡ୍‌ ଆର୍ନଲ୍ଡ ସୁ କହିଛନ୍ତି, ଆସସ୍‌ରେ ଆମେ ଆମର ଗ୍ରାହକଙ୍କୁ ଏକ ସାମଗ୍ରିକ ଗେମିଙ୍ଗ୍‌ ଅନୁଭୂତି ପ୍ରଦାନ କରିବା ପାଇଁ ସକ୍ଷମ ହୋଇଥିବାରୁ ଗର୍ବ ଅନୁଭବ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଏପିଏସ୍‌ଇଜେଡ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୦ା୫: ଆଦାନୀ ପୋଟର୍ସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ...

ଟାଟା ଷ୍ଟିଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ,...

ଡାବର ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌ ଡାବର ଗ୍ଲୁକୋଜ ପକ୍ଷରୁ...

ଆଜି ଅକ୍ଷୟତୃତୀୟା

ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ...

ଏପ୍ରିଲରେ ହୋଣ୍ଡାର ୧୦,୮୬୭ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୦ା୫:  ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ମାସିକ ଗାଡ଼ି ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ୨୦୨୪ ଏପ୍ରିଲରେ କମ୍ପାନୀ ମୋଟ ୧୦,୮୬୭ ୟୁନିଟ୍‌...

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ...

୬୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍‌ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି।...

ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?

ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri