ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଅସାଧାରଣ ଡିଜାଇନ୍‌ ସହିତ ସମନ୍ବିତ ଏହି ଲିଫ୍ଟ ଭୁବନେଶ୍ୱରର ଘର ମାଲିକମାନଙ୍କୁ ବିଳାସପୂର୍ଣ୍ଣ ଅନୁଭୂତି ପ୍ରଦାନ କରିବ। ସେହିଭଳି ନିବାଭ୍‌ ସିରିଜ୍‌ ୪ ହୋମ୍‌ ଲିଫ୍ଟ୍‌ର ଏଆଇ-ସକ୍ଷମ କେବିନ୍‌ ଡିସପ୍ଲେ, ଇଣ୍ଟେଞ୍ଜେଟିଭ୍‌ ଏଲ୍‌୍‌ପି ଡିସ୍ପ୍ଲେ ଏବଂ ଠିକ୍‌ ନେଭିଗେଶନ୍‌ ଏବଂ କୋମଳ ଅବତରଣ ପାଇଁ ଲିଡାର ୨.୦ ଟେକ୍ନୋଲୋଜି ଭଳି ଅତ୍ୟାଧୁନିକ ବୈଶିଷ୍ଟ୍ୟ ସାମିଲ ରହିଛି। ଏ ସମ୍ପର୍କରେ ନିବାଭ ଲିଫ୍ଟସର ସିଇଓ ତଥା ପ୍ରତିଷ୍ଠାତା ବିମଲ ବାବୁ କହିଛନ୍ତି, ଭୁବନେଶ୍ୱରର ଘର ମାଲିକଙ୍କ ନିକଟରେ ଆମର ଏହି ଅତ୍ୟାଧୁନିକ ଉଦ୍ଭାବନକୁ ପରିଚିତ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ସିରିଜ୍‌ ୪ ହୋମ୍‌ ଲିଫ୍ଟଗୁଡିକ ଅତୁଳନୀୟ ବିଳାସ ଏବଂ ସୁବିଧା ସହିତ ଆପଣଙ୍କ ରହଣି ଅନୁଭୂତିକୁ ବଢ଼ାଇବା ପାଇଁ ପ୍ରସ୍ତୁତ କରାଯାଇଛି। ବିଶେଷକରି ଆମର ନୂଆ ସିରିଜ୍‌ ୪ହୋମ୍‌ ଲିଫ୍ଟ ସହିତ ଆମେ ଦୁଇଟି ପ୍ରମୁଖ ଉପାଦାନ ଟେକ୍ନୋଲୋଜି ଏବଂ ଡିଜାଇନ୍‌ ଉପରେ ଧ୍ୟାନ ଦେଇଛୁ, ଯାହା ଏହାକୁ ଘରର ଆଭ୍ୟନ୍ତରୀଣ ଅଂଶରେ ଏକ ବିବୃତି ସଂଯୋଗ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri