ସନ୍‌ କିଙ୍ଗ୍‌ ଇନ୍‌ଫିନିଟିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୭।୧୧: ଦେଶର ପ୍ରମୁଖ ସୋଲାର ଏନର୍ଜି ପ୍ରଡକ୍ଟ କମ୍ପାନୀ ସନ୍‌ କିଙ୍ଗ୍‌ର ସବ୍‌-ବ୍ରାଣ୍ଡ୍‌ ସନ୍‌ କିଙ୍ଗ୍‌ ଇନ୍‌ଫିନିଟି ପକ୍ଷରୁ ନିକଟରେ ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମେଚୋନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ନୂଆ ଏଲ୍‌ଇଡି ଲାଇଟିଂ ପ୍ରଡକ୍ଟ ରେଞ୍ଜର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହି ରେଞ୍ଜର ହାଇ-କ୍ୱାଲିଟି ପ୍ରଡକ୍ଟଗୁଡିକ ୩୦,୦୦୦ ଘଣ୍ଟା ପର୍ଯ୍ୟନ୍ତ ଆଲୋକ ପ୍ରଦାନ କରୁଛି।

ବିଶେଷକରି ସନ୍‌ କିଙ୍ଗ୍‌ ଇନ୍‌ଫିନିଟି ରେଞ୍ଜ ୩ଟି ସବ୍‌-କାଟେଗୋରି ଯଥା ଇନ୍‌ଭର୍ଟର ବଲ୍‌ବ,ୱାରେଣ୍ଟି ପ୍ଲସ୍‌ ଏବଂ ଟ୍ରେଣ୍ଡ୍‌ଲାଇନ ଇତ୍ୟାଦିକୁ ନେଇ ଗଠିତ ହୋଇଛି। ଏ ସମ୍ପର୍କରେ ସନ୍‌ କିଙ୍ଗ୍‌ର ଏସିଆ ଓ ଲାଟିନ୍‌ ଆମେରିକାର ଜେନେରାଲ ମ୍ୟାନେଜର, ସାହିଲ ଖାନ୍ନା କହିଛନ୍ତି, ଗ୍ରାମୀଣ ଭାରତରେ ବିଦ୍ୟୁତୀକରଣ ବୃଦ୍ଧି ହେବା ସହ ଆମେ ମଧ୍ୟ ଆମର ବିଦ୍ୟମାନ ଅଫ୍‌-ଗ୍ରୀଡ୍‌ ସୋଲାର କାଟେଗୋରିକୁ ସମ୍ପ୍ରସାରିତ କରିଛୁ। ଏପରିକି କଞ୍ଜ୍ୟୁମର ଇଲେକ୍‌ଟ୍ରୋନିକ୍ସ କାଟେଗୋରିକୁ ଏକ ପ୍ରାକୃତିକ ସମ୍ପ୍ରସାରଣ ଭାବେ ବିସ୍ତାର କରିବାର ସୁଯୋଗକୁ ମଧ୍ୟ ଚିହ୍ନଟ କରିଛୁ। ସେହିଭଳି କମ୍ପାନୀର ବିତରଣ ଓ ରିଟେଲ୍‌ ନେଟ୍‌ୱର୍କର ସମ୍ପ୍ରସାରଣ ସହ ଆମେ ମଧ୍ୟ ସମ୍ପୂର୍ଣ୍ଣ ଅପହଞ୍ଚ ସ୍ଥିତିରେ ଥିବା ଗ୍ରାମାଞ୍ଚଳ କ୍ଷେତ୍ର ସମେତ ସହରାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳରେ ପହଞ୍ଚତ୍ଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri