ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୫ା୩: ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ‘ଆକ୍ସିସ ଏସ୍‌ ଆଣ୍ଡ ପି ୫୦୦ଇଟିଏଫ୍‌ ଫଣ୍ଡ ଅଫ୍‌ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ଏକ ଅସୀମିତ ଲକ୍ଷ୍ୟ ପାଣ୍ଠି, ଯାହା ଟ୍ରାକିଂ ତ୍ରୁଟି ଅଧୀନ ଏସ୍‌ଆଣ୍ଡପି ୫୦୦ ଟିଆର୍‌ଆଇର ନକଲ କରୁଥିବା ଏକ୍ସଚେଞ୍ଜ ଟ୍ରେଡ୍‌ ହୋଇଥିବା ପାଣ୍ଠିରେ ନିବେଶ କରିଥାଏ। ଏହି ଏନ୍‌ଏଫ୍‌ଓ ଚଳିତ ବର୍ଷ ମାର୍ଚ୍ଚ ୨୨ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ସବ୍‌ସ୍କ୍ରିପ୍ସନ ପାଇଁ ଖୋଲା ରହିବ। ଏ ସମ୍ପର୍କରେ ଆକ୍ସିସ ଏମ୍‌ସିର ଏମ୍‌ଡି ଏବଂ ସିଇଓ ଚନ୍ଦ୍ରେଶ ନିଗମ କହିଛନ୍ତି, ଖୁବ୍‌ଶୀଘ୍ର ଭାରତରେ ନିଷ୍କ୍ରିୟ ରଣନୀତିରେ ନିବେଶର ବିଭିନ୍ନ ମାଧ୍ୟମରେ ଇଟିଏଫ୍‌ ଲୋକପ୍ରିୟ ହେବାକୁ ଯାଉଛି। ଭାରତରେ ଏକ ଦୀର୍ଘ ନିବେଶ ଦିଗବଳୟ ଥିବା ଏବଂ ବୈଶ୍ୱିକ ଦୃଷ୍ଟିକୋଣରୁ ସେମାନଙ୍କର ପୋର୍ଟଫୋଲିଓକୁ ବିବିଧୀକରଣ କରିବାକୁ ଚାହୁଁଥିବା ନିବେଶକମାନଙ୍କ ପାଇଁ ଫଣ୍ଡ ଅଫ୍‌ ଫଣ୍ଡକୁ ଏକ ଆକର୍ଷଣୀୟ ପ୍ରବେଶ ବିନ୍ଦୁ ଭାବେ ବିବେଚନା କରାଯାଇପାରେ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri