ଭୁବନେଶ୍ୱର,୧୮।୩: ଡିଏସ୍ପି ମ୍ୟୁଚୁଆଲ ଫଣ୍ଡ (ଡିଏମ୍ଏଫ୍)ର ନୂତନ ଉତ୍ପାଦ ‘ଡିଏସ୍ପି ଏସ୍ ଆଣ୍ଡ ପି ବିଏସ୍ଇ ଲିକ୍ୱିଡ ରେଟ ଇଟିଏଫ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହି ନିୟୁ ଫଣ୍ଡ ଅଫରର ସବସ୍କ୍ରିପସନ ନିକଟରେ ଆରମ୍ଭ ହୋଇଥିବାବେଳେ ୨୦୨୪ ମାର୍ଚ୍ଚ ୨୦ରେ ଶେଷ ହେବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ସେହିଭଳି ଏସ ଆଣ୍ଡ ପି ବିଏସଇ ଲିକ୍ୱିଡ ରେଟ ଇଣ୍ଡେକ୍ସକୁ ନକଲ କରୁଥିବା ଏକ ଓପନ ଏଣ୍ଡେଡ ଫଣ୍ଡ ଭାବେ ଏହାର ପ୍ରଚଳନ ହୋଇଛି, ଏହି ଫଣ୍ଡ କମ୍ ଆପଦରେ ପର୍ଯ୍ୟାପ୍ତ ଲିକ୍ୱିଡିଟି ସୁବିଧା ଥିବାବେଳେ ନିବେଶକଙ୍କ ପାଇଁ ସହଜ ଅର୍ଥ ପରିଚାଳନା ସୁଯୋଗ ମଧ୍ୟ ଯୋଗାଇ ଦେଉଛି। ଏ ସମ୍ପର୍କରେ ଡିଏସପି ମ୍ୟୁଚୁଆଲ ଫଣ୍ଡର ସିଏଫଏ ଏବଂ ହେଡ (ପାସିଭ ଇନଭେଷ୍ଟମେଣ୍ଟ ଆଣ୍ଡ ପ୍ରଡକ୍ସସ)ର ଅନିଲ ଘେଲାନି କହିଛନ୍ତି, ଏହା ସର୍ବଦା ନିବେଶକଙ୍କ ଟଙ୍କାକୁ କାର୍ଯ୍ୟକ୍ଷମ ରଖିବ ଏବଂ ସେଥିପାଇଁ ଏହା ବିପୁଳ ଗ୍ରାହକ, ପିଏସଏସ ଯୋଗାଣକାରୀ, ଏଫଆଣ୍ଡଓ ବ୍ରୋକର, ପ୍ରତ୍ୟକ୍ଷ ଇକ୍ୱିଟିଜ ଏଚଏନଆଇରେ ନିବେଶ କରୁଥିବା ସଂସ୍ଥା ଏବଂ ଷ୍ଟକ ଏକ୍ସଚେଞ୍ଜରେ ଟ୍ରେଡିଂ କରୁଥିବା ରିଟେଲ ନିବେଶକଙ୍କ ପାଇଁ ଏକ ଉପାଦେୟ ପ୍ରଡକ୍ଟ କରି ଗଢି ତୋଳୁଛି ବୋଲି ଅନିଲ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
Archives

