ନୂଆଦିଲ୍ଲୀ,୧୯।୭: ଡିଏସ୍ପି ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ଏହାର ୩ଟି ଓପନ ଏଣ୍ଡେଡ ଏକ୍ସଚେଞ୍ଜ ଟ୍ରେଡେଡ ଫଣ୍ଡ (ଇଟିଏଫ୍) ଯଥା ଡିଏସ୍ପି ଏସ୍ ଆଣ୍ଡ ପି ବିଏସଇ ସେନସେକ୍ସ ଇଟିଏଫ, ଡିଏସପି ନିଫଟି ପ୍ରାଇଭେଟ ବ୍ୟାଙ୍କ ଇଟିଏଫ ଏବଂ ଡିଏସପି ନିଫଟି ପିଏସୟୁ ବ୍ୟାଙ୍କ ଇଟିଏଫର ଶୁଭାରମ୍ଭ କରାଯାଇଛି। ଏ ସମ୍ପର୍କରେ ଡିଏସପି ମ୍ୟୁଚୁଆଲ ଫଣ୍ଡର ସିଏଫଏ ହେଡ-ପାସିଭ ଇନଭେଷ୍ଟମେଣ୍ଟ ଆଣ୍ଡ ପ୍ରଡକ୍ଟସ ଅନିଲ ଘେଲାନି କହିଛନ୍ତି, ଇଟିଏଫ ବର୍ଗରେ ଆମର ଅଫରଗୁଡିକ ନିବେଶକଙ୍କୁ ସେମାନଙ୍କର ଆର୍ଥିକ ଲକ୍ଷ୍ୟ ହାସଲ, ଘରୋଇ କ୍ଷେତ୍ର ବ୍ୟାଙ୍କସମୂହର ସଂରଚନାଗତ ଅଭିବୃଦ୍ଧି ଧାରାର ସୁଯୋଗ ନେବା ଅଥବା ସେମାନଙ୍କର ଆର୍ଥିକ ଯୋଜନା ଏବଂ ଆପଦ ସହନଶୀଳତା ସ୍ତର ଆଧାରରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କସମୂହର ପୁନଃ ରେଟିଂରୁ ଫାଇଦା ଉଠାଇବ ବୋଲି ଅନିଲ ଘେଲାନି ମତପ୍ରକାଶ କରିଛନ୍ତି।
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

