ଏଚ୍‌ଡିଏଫ୍‌ସି ଲାଇଫର ନୂତନ ଉତ୍ପାଦ

ଭୁବନେଶ୍ୱର,୨୧।୧୨: ଦେଶର ପ୍ରମୁଖ ଘରୋଇ ବୀମା ପ୍ରଦାନକାରୀ ସଂସ୍ଥା ଏଚ୍‌ଡିଏଫ୍‌ସି ଲାଇଫର ନୂତନ ଉତ୍ପାଦ ‘ଏଚ୍‌ଡିଏଫ୍‌ସି ଲାଇଫ୍‌ କ୍ଲିକ୍‌ ୨ ଆଚିଭ୍‌’ର ସର୍ବଭାରତୀୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ଏକ ସୁନିଶ୍ଚିତ ଜୀବନ ଜୀବନ ବୀମା ଯୋଜନା ହୋଇଥିବାବେଳେ ପ୍ରିୟଜନଙ୍କ ଭବିଷ୍ୟତକୁ ସୁରକ୍ଷିତ ରଖିବା ଏବଂ ସେମାନଙ୍କର ଆର୍ଥିକ ଉଦ୍ଦେଶ୍ୟ ହାସଲ କରିବା ପାଇଁ ଏହା ଜରିଆରେ ଯୋଜନା କରାଯାଇଛି। ଏପରିକି ଏହା ସମ୍ପୂର୍ଣ୍ଣ ନମନୀୟ, ପ୍ରାରମ୍ଭିକ ଆୟ, ଦୀର୍ଘକାଳୀନ ଆୟ, ଲମ୍ପସମ୍‌ କିମ୍ବା ପିରିୟଡ୍‌ ଲମ୍ପସମ୍‌ (ଟଙ୍କା ଫେରସ୍ତ) ଭାବେ ଲାଭ ପାଇବାକୁ ହିତାଧିକାରୀ ନିଜର ଯୋଜନାକୁ କଷ୍ଟମାଇଜ୍‌ କରିପାରିବ।
ଏ ସମ୍ପର୍କରେ ଏଚ୍‌ଡିଏଫ୍‌ସି ଲାଇଫ୍‌ର ହେଡ୍‌ (ପ୍ରଡକ୍ଟସ୍‌ ଆଣ୍ଡ୍‌ ସେଗମେଣ୍ଟସ୍‌) ଅନୀଶ ଖାନ୍ନା କହିଛନ୍ତି, କମ୍ପାନୀ ଏହି ନୂତନ ଉତ୍ପାଦକୁ ସର୍ବଭାରତୀୟସ୍ତରରେ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସବୁକିଛି ଏକ ସ୍ବପ୍ନରୁ ଆରମ୍ଭ ହୋଇଥାଏ ଏବଂ ସ୍ବପ୍ନ ଯେତେ ବଡ଼ ହେଉନା କାହିଁକି, ତାହାକୁ ବାସ୍ତବ ରୂପ ଦେବା ପାଇଁ ଏକ ସୁରକ୍ଷିତ ପଦକ୍ଷେପ ସହ ଆରମ୍ଭ କରିବା ଆବଶ୍ୟକ ରହିଛି। ସେହିଭଳି ନିୟମିତ ସଞ୍ଚୟ ଏବଂ ଯୋଜନା ସହ ଜୀବନ ଲକ୍ଷ୍ୟ ପୂରଣ ହୋଇଥାଏ। ଏପରିକି ଗ୍ରାହକ ବର୍ତ୍ତମାନ ଏଚ୍‌ଡିଏଫ୍‌ସି ଲାଇଫ୍‌ କ୍ଲିକ୍‌ ୨ ଆଚିଭ୍‌ ଉତ୍ପାଦ ସହିତ ନିଜର ସ୍ବପ୍ନକୁ ପୂରଣ କରିବା ଦିଗରେ ଗ୍ରାହକ ପ୍ରଥମ ସୁରକ୍ଷିତ ପଦକ୍ଷେପ ନେଇ ପାରିବେ। ବିଶେଷକରି ଏହା ଏକ ବହୁ ବିଧି ଯୋଜନା ଯାହା ଗ୍ରାହକଙ୍କୁ ଅସୀମିତ ମିଶ୍ରଣ ଦେଇଥାଏ। ଏହା ଗ୍ରାହକଙ୍କୁ ଗ୍ୟାରେଣ୍ଟି ରିଟର୍ନର ସ୍ବପ୍ନକୁ ସାକାର କରିବାକୁ ସକ୍ଷମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri