ଏନ୍‌ଆଇଏମ୍‌ଏଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୭।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ନିପ୍ପନ ଇଣ୍ଡିଆ ମ୍ୟୁଚୁଆଲ ଫଣ୍ଡ୍‌ (ଏନ୍‌ଆଇଏମ୍‌ଏଫ୍‌)ର ନୂତନ ଉତ୍ପାଦ ‘ନିପ୍ପନ ଇଣ୍ଡିଆ ନିଫ୍‌ଟି ୫୦୦ ଇକ୍ୱାଲ ୱେଟ୍‌ ଇଣ୍ଡେକ୍ସ ଫଣ୍ଡ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ଓପନ୍‌-ଏଣ୍ଡେଡ ସ୍କିମ୍‌ ହୋଇଥିଲାବେଳେ ନିଫ୍‌ଟି ୫୦୦ ଇକ୍ୱାଲ ୱେଟ୍‌ ଇଣ୍ଡେକ୍ସକୁ ଅନୁଧ୍ୟାନ କରୁଛି। ସେହିଭଳି ଏହି ଏନ୍‌ଏଫଓ ୨୦୨୪ ସେପ୍ଟେମ୍ବର ୪ରେ ବନ୍ଦ ହେବ। ଏ ସମ୍ପର୍କରେ ଏନ୍‌ଆଇଏମ୍‌ଏଫ୍‌ର ଇଡି ତଥା ସିଇଓ ସନ୍ଦୀପ ସିକ୍କା କହିଥିଲେ, ଆମେ ଆମର ନୂତନ ଉତ୍ପାଦକୁ ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ପରୋକ୍ଷ ନିବେଶ କ୍ଷେତ୍ରରେ ମଜଭୁତ ମାର୍କେଟ-କ୍ୟାପ୍‌ ୱେଟିଂ ଆଭିମୁଖ୍ୟ ଗ୍ରହଣ କରୁଥିବା ନିଫ୍‌ଟି ୫୦୦ ଭଳି ଲୋକପ୍ରିୟ ଇଣ୍ଡିସେସ୍‌ ପ୍ରତିବଦଳରେ ଏହା ସମାନ ଗୁରୁତ୍ୱ ପ୍ରଦାନକାରୀ ଆଭିମୁଖ୍ୟ ଗ୍ରହଣ କରିବ। ସେହିଭଳି ପାସିଭ୍‌ ଫଣ୍ଡଗୁଡିକ କ୍ଷେତ୍ରରେ ବଜାରର ଅଗ୍ରଣୀ ସ୍ଥାନ ଅଧିକାର କରିଥିବା ନିପ୍ପନ ଇଣ୍ଡିଆ ଏମ୍‌ଏଫ୍‌ ଇଟିଏଫ୍‌, ଇଣ୍ଡେକ୍ସ ଫଣ୍ଡ୍‌ ଏବଂ ଫଣ୍ଡ୍‌ ଅଫ ଫଣ୍ଡ୍‌ ସମେତ ୪୩ଟି ପାସିଭ୍‌ ସ୍କିମ୍‌ ଯୋଗାଇ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri