ପିଭିଏମ୍‌ଆଇର ନୂତନ ଉତ୍ପାଦ

ଭୁବନେଶ୍ୱର,୨।୩: ପରଫେଟ୍ଟି ଭ୍ୟାନ୍‌ ମେଲେ ଇଣ୍ଡିଆ (ପିଭିଏମ୍‌ଆଇ)ର ନୂତନ ଉତ୍ପାଦ ତଥା ଫ୍ଲାଗ୍‌ଶିପ୍‌ ଗମ୍‌ ଏବଂ ମିଣ୍ଟସ୍‌ ବ୍ରାଣ୍ଡ୍‌ର ଶୁଭାରମ୍ଭ ସହ ବଜାର ପ୍ରବେଶ ହୋଇଯାଇଛି। ବିଶେଷକରି ସେଣ୍ଟର ଫ୍ରେସ୍‌ର ନୂତନ ଉପତ୍ାଦ ସେଣ୍ଟର ଫ୍ରେସ୍‌ ମିଣ୍ଟସ୍‌ ମିଣ୍ଟରେ ଲେମନ ହନି ସ୍ବାଦର ନୂତନ ଉପସ୍ଥାପନ ହୋଇଛି।
ଏ ସମ୍ପର୍କରେ ପିଭିଏମ୍‌ଆଇର ମାର୍କେଟିଂ ନିର୍ଦ୍ଦେଶକ ଗୁଞ୍ଜନ ଖେତାନ କହିଛନ୍ତି, ଆମର ଫ୍ଲାଗ୍‌ଶିପ୍‌ ଗମ୍‌ ଏବଂ ମିଣ୍ଟସ୍‌ ବ୍ରାଣ୍ଡ୍‌ ସେଣ୍ଟର ଫ୍ରେସ୍‌ ତା’ର ଦୀର୍ଘସ୍ଥାୟୀ ତାଜା ନିଃଶ୍ୱାସ ସହିତ ସମକକ୍ଷ ହୋଇଛି। ଏପରିକି ଲେମ୍ବୁ ଓ ହନି ସ୍ବାଦର ଶୁଭାରମ୍ଭ ସହିତ ଆମେ ବେଶ୍‌ ଉତ୍ସାହିତ ଅଛୁ। ଆମର ଗ୍ରାହକମାନଙ୍କୁ ସେମାନେ ବିଶ୍ୱାସ କରୁଥିବା ସତେଜତାକୁ ଉପଭୋଗ କରିବା ପାଇଁ ଏକ ନୂତନ ଉପତ୍ାଦ ପ୍ରଦାନ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri