ଏସ୍‌ବିଆଇ ଜେନେରାଲର ନୂତନ ଉତ୍ପାଦ

ଭୁବନେଶ୍ୱର, ୧୫।୯:ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ‘ସୁପର ହେଲ୍‌ଥ ଇନ୍‌ସ୍ୟୁରାନ୍ସ’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସର ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ ଆନନ୍ଦ ପେଜାୱର କହିଥିଲେ, ସୁପର ହେଲ୍‌ଥ ଇନ୍‌ସ୍ୟୁରାନ୍ସର ଶୁଭାରମ୍ଭକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ଗ୍ରାହକଙ୍କୁ ଗୁଣାତ୍ମକ ସେବା ଓ ଉତ୍ପାଦ ଯୋଗାଇବା ସହ ସବୁ ପ୍ରକାର ସ୍ବାସ୍ଥ୍ୟ ବୀମାର ସମାଧାନ କରିବାକୁ ମଧ୍ୟ ପ୍ରତିଶ୍ରୁତିବଦ୍ଧ ରହିଛୁ। ଏହି ଉତ୍ପାଦ ଜରିଆରେ ଗ୍ରାହକଙ୍କ ସମସ୍ତ ସ୍ବାସ୍ଥ୍ୟସେବା ଆବଶ୍ୟକତା ପୂରଣ କରୁଥିବା ଏବଂ ହସ୍ପିଟାଲରେ ଭର୍ତ୍ତିହେବା ଓ ଓଷଧ ଖର୍ଚ୍ଚ ସହ ଜଡ଼ିତ ଆର୍ଥିକ ଭାର କମ୍‌ କରିବାରେ ବେଶ୍‌ ସହାୟକ ହେବ। ଏପରିକି କମ୍ପାନୀ ହିତାଧିକାରୀଙ୍କୁ ଆବଶ୍ୟକ ସହଯୋଗ ଓ ସକ୍ଷମ କରୁଥିବା ଏକ ବ୍ୟାପକ ସ୍ବାସ୍ଥ୍ୟସେବା ପଲିସିକୁ ଗ୍ରାହକମାନେ ପାଇବା ସୁନିଶ୍ଚିତ କରିବା ପାଇଁ ପରିକଳ୍ପିତ ହୋଇଛି। ଉକ୍ତ ଉତ୍ପାଦରେ ୨୭ଟି ଏସ୍‌ସି ଏବଂ ୭ଟି ଓସି ଅନ୍ତର୍ଭୁକ୍ତ ରହିଥିବା ବେଳେ ଉକ୍ତ ପଲିସି ଏକ ବ୍ୟାପକ ପରିସରର ସହଯୋଗ ପ୍ରଦାନ କରିଥାଏା ବିଶେଷକରି ୩ ଲକ୍ଷରୁ ୨କୋଟି ଟଙ୍କା ପଯର୍‌ୟନ୍ତ ବୀମାକୃତ ରାଶିର ବିକଳ୍ପ ଏବଂ ଏକରୁ ୩ ବର୍ଷ ପର୍ଯ୍ୟନ୍ତ ପଲିସି ଅବଧି ବିକଳ୍ପ ଥିବା ବ୍ୟାପକ ପରିସର ବହନ କରୁଥିବା ଏହି ଉପତ୍ାଦ ଅଧୀନରେ ୪ଟି ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri