ଟାଟା ଏଆଇଏ ଲାଇଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩।୫ : ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହାର ପ୍ରମୁଖ ଆନୁଇଟି ପ୍ଲାନ୍‌ ‘ଟାଟା ଏଆଇଏ ଲାଇଫ୍‌ ଫର୍ଚୁନ୍‌ ଗ୍ୟାରେଟିଂ ପ୍ଲାନ୍‌ର ନୂଆ ଶକ୍ତିଶାଳୀ ଅପ୍‌ଗ୍ରେଡ୍‌ ଭର୍ସନକୁ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏ ସମ୍ପର୍କରେ ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ସିଏଫ୍‌ଓ ସମିତ ଉପାଧ୍ୟାୟ କହିଛନ୍ତି, ଅବସର ପରବର୍ତ୍ତୀ ଖର୍ଚ୍ଚଗୁଡ଼ିକୁ ପରିଚାଳନା କରିବା ଲାଗି ଜୀବନବ୍ୟାପୀ ନିୟମିତ ଗ୍ୟାରେଣ୍ଟି ଆୟ ସହିତ ଟାଟା ଏଆଇଏ ଲାଇଫ୍‌ ଫର୍ଚୁନ୍‌ ଗ୍ୟାରେଣ୍ଟି ପେନ୍‌ସନ ପ୍ଲାନର ଶୁଭାରମ୍ଭ କରାଯାଇଛି। ଏହି ପ୍ଲାନ୍‌ ଗ୍ରାହକମାନଙ୍କୁ ଅବସର ଗ୍ରହଣ ପୂର୍ବରୁ ଯଥେଷ୍ଟ ସଞ୍ଚୟ କରିବାରେ ବେଶ୍‌ ସହାୟକ ହୋଇଥାଏ ଏବଂ ଯେତେବେଳେ ନିମୟିତ ଆୟ ବନ୍ଦ ହୋଇଯିବ, ସେତେବେଳେ ସ୍ଥିର ଆୟକୁ ଏହା ସୁନିଶ୍ଚିତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri