ଭୁବନେଶ୍ୱର,୨୪ା୬: ବନ୍ଧନ ମ୍ୟୁଚୁଆଲ ଫଣ୍ଡ୍ (ବିଏମ୍ଏଫ୍) ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସ ଫଣ୍ଡ୍’କୁ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା ଏକ ଓପନ୍-ଏଣ୍ଡେଡ୍ ଇଣ୍ଡେକ୍ସ ସ୍କିମ୍ ହୋଇଥିଲାବେଳେ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସକୁ ମଧ୍ୟ ଟ୍ରାକ୍ କରୁଥାଏ। ବନ୍ଧନ ଏଏମ୍ସିର ସିଇଓ ବିଶାଲ କପୁର କହିଛନ୍ତି, ଟୋଟାଲ ମାର୍କେଟ ଫଣ୍ଡ୍ ବିଷୟବସ୍ତୁ ଏହାର ସରଳତା ଓ ବ୍ୟାପକ କଭରେଜ ପାଇଁ ଅନ୍ତର୍ଜାତୀୟସ୍ତରରେ ଲୋକପ୍ରିୟତା ହାସଲ କରିଥିବାବେଳେ ବିଶ୍ୱର କିଛି ସର୍ବବୃହତ୍ ଇଟିଏଫ୍ ବର୍ତ୍ତମାନ ଟୋଟାଲ ମାର୍କେଟ ଫଣ୍ଡ୍ ଅଟନ୍ତି। ୨୦୨୪ ଜୁନ୍ ୨୪ରେ ଏହି ନୂଆ ଫଣ୍ଡ୍ ଅଫର୍ (ଏନ୍ଏଫ୍ଓ) ଖୋଲିବାକୁ ଥିବାବେଳେ ୨୦୨୪ ଜୁଲାଇ ୫ରେ ବନ୍ଦ ହେବ। ବନ୍ଧନ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସ ଫଣ୍ଡରେ ଲାଇସେନ୍ସପ୍ରାପ୍ତ ମ୍ୟୁଚୁଆଲ ଫଣ୍ଡ ବିତରଣକାରୀ ଓ ଅନ୍ଲାଇନ୍ ପ୍ଲାଟ୍ଫର୍ମ ମାଧ୍ୟମରେ ଏବଂ ସିଧାସଳଖ ଏହି ଫଣ୍ଡରେ ନିବେଶ କରିପାରିବେ।
ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍, ଜରୁରୀ କାମ ଥିଲେ…
ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…
ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…
ନୂଆଦିଲ୍ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…
ଏହି ୭ ପ୍ରକାରର UPI ପେମେଣ୍ଟ୍ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?
ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…
ଭାରତରେ ପ୍ରବେଶ କରିବ ଆପଲ ପେ’
ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍ ପରିଚିତ। ତେବେ ଆମେରିକାରେ…
ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର
ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍…
ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…
୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!
ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…
8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…
୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

