କଳାହାଣ୍ଡିର ଯୁବ ପର୍ବତାରୋହୀଙ୍କ ନୂଆ ରେକର୍ଡ : ୬ ଦିନର ସମୟକୁ ୧୫ ଘଣ୍ଟା ୫୩ ମିନଟରେ କଲେ ଶେଷ

ଭବାନୀପାଟଣା,୧୭ ।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଯୁବ ପର୍ବତାରୋହୀ ରାହୁଲ ପଧାନ ସଫଳତାର ସହିତ ଆଫ୍ରିକାର କିଲିମାଞ୍ଜାରୋ ଗିରିଶୃଙ୍ଗ ଚଢ଼ି ନୂତନ ରେକର୍ଡ ସୃଷ୍ଟି କରିଛନ୍ତି । ୫୮୯୫ ମିଟର ଉଚ୍ଚତା ବିଶିଷ୍ଟ ଏହି ଗିରି ସୃଙ୍ଗକୁ ଆରୋହଣ ପାଇଁ ୫ ରୁ ୬ ଦିନ ସମୟ ଲାଗୁଥ‌ିବା ବେଳେ ରାହୁଲ ପ୍ରଥମ ଭାରତୀୟ ଭାବେ ୧୫ ଘଣ୍ଟା ୫୩ ମିନିଟରେ ଆରୋହଣ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏଥିସହିତ ସେ ରାତିରେ ପର୍ବତାରୋହଣ କରିଥିବାଜଣାଇଛନ୍ତି । ସ୍ୱାଧୀନତା ଦିବସ ଅଗଷ୍ଟ ୧୫ ତାରିଖ କିଲିମାଞ୍ଜାରୋ ଆରୋହଣ କରି ପର୍ବତାରୋହୀ ରାହୁଲ  ପାହାଡ଼ ଶିଖରରେ ଭାରତର ଜାତୀୟ ପତାକା ଉଡାଇଥିଲେ। ଏପୃକି ଗତବର୍ଷ ମଧ୍ୟ ୟୁରୋପର ମାଉଣ୍ଟ ଏଲବୃଷକୁ ୨୨ ଘଣ୍ଟାରେ ଆରୋହଣ କରି ରାହୁଲ ଅଗଷ୍ଟ ୧୫ରେ ଜାତୀୟ ପତାକା ଉଡାଇଥିଲେ। ଏହି ସଫଳତା ପାଇଁ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

ଗଞ୍ଜାମ ପୋଲିସ ପକ୍ଷରୁ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ: ଯୋଗ ଦେଲେ ବହୁ ସଂଖ୍ୟକ ଛାତ୍ରୀ

ଗଞ୍ଜାମ,୯।୫(ଅନାଥ ତରାଇ): ଗଞ୍ଜାମ ଥାନା ପକ୍ଷରୁ ପୋଲିସ ଓ ଜନସାଧାରଣ ବିଶେଷକରି କିଶୋର କିଶୋରୀଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ଲକ୍ଷ୍ୟରେ ‘ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ସଫଳତାର…

ଅନାଲୋ ସଜନୀ

ଜୋତା ଦୋକାନର ପିଲାଟିକୁ ମୋ ପାଇଁ ଜୋତା ଦେଖେଇବାକୁ କହିଛି କି ନାହିଁ ମତେ ସାମାନ୍ୟ ଠେଲିଦେଇ ଜଣେ ଯୁବତୀ ଏବଂ ତାଙ୍କ ମାଆ ଭିତରକୁ ପଶିଆସିଲେ।…

ଭଗବାନ୍‌ ଆମ ଅନ୍ତରରେ

ନିର୍ଜୀବରୁ ଜୀବ ସୃଷ୍ଟି – ଏ ଏକ ନିୟମ ା ମଣିଷର ଦେହକୁ ଅଣୁ ପରମାଣୁ ଭଳି ଟିକି ଟିକି କରିପାରିଲେ ଆମ ଚକ୍ଷୁରେ ସେଗୁଡିକ ନିର୍ଜୀବ…

ମହତ୍ତ୍ୱାକାଂକ୍ଷୀ ଗତିଶୀଳତା

ନିୟମିତ ଭାବେ କିଛି ବର୍ଷ ବ୍ୟବଧାନରେ ବାସ୍ତବ ସ୍ଥିତିକୁ ସ୍ବୀକାର କରି ତଦନୁଯାୟୀ କାର୍ଯ୍ୟ କରିବା ପାଇଁ ଭାରତ ଏହାର ରାଷ୍ଟ୍ରଦୂତଙ୍କୁ ଆହ୍ବାନ ଦିଏ। ସମ୍ପ୍ରତି ରାଷ୍ଟ୍ରଦୂତ…

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…

ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ…

୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri