ଗୋଦ୍‌ରେଜ୍‌ର ନୂଆ ରେଫ୍ରିଜରେଟର

ନୂଆଦିଲ୍ଲୀ,୧୫ା୩: ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ପ୍ରସ୍ତୁତ ଡାର୍କ ଏଡିଶନ ରେଫ୍ରିଜରେଟରର ଶୁଭାରମ୍ଭ କରାଯାଇଛି। ବିଶେଷକରି ମ୍ୟାଟ୍‌ ବ୍ଲାକ୍‌, ଗ୍ଲାସ୍‌ ବ୍ଲାକ୍‌, ଓନିକ୍ସ ବ୍ଲାକ୍‌, ଆଇସ୍‌ ବ୍ଲାକ୍‌ ଓ ଫସିଲ୍‌ ଷ୍ଟିଲ୍‌ ଭଳି ରଙ୍ଗରେ ୧୯ ଏସ୍‌କେୟୁ ସହ ଡାର୍କ ଏଡିଶନ ରେଫ୍ରିଜରେଟରର ବଜାର ପ୍ରବେଶ କରାଯାଇଛି। ଉକ୍ତ ବର୍ଗମାଳାରେ ଥିବା ରେଫ୍ରିଜରେଟରଗୁଡ଼ିକ ଦେଖିବାକୁ ସ୍ଲିକ୍‌, ଗଭୀର କଳା ରଙ୍ଗର ବାହ୍ୟ ପାର୍ଶ୍ୱ ଏବଂ କ୍ଲାସିକ୍‌ ପ୍ରିମିୟମ୍‌ ଫିନିସ୍‌ ରହିଛି, ଯାହା ଆଧୁନିକ ରୋଷେଇ ଘରର ଶୋଭାବର୍ଦ୍ଧନ କରିବ। ଏ ସମ୍ପର୍କରେ ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ର ପ୍ରଡକ୍ଟ ଗ୍ରୁପ୍‌ ହେଡ୍‌ ଅନୁପ ଭାର୍ଗବ କହିଛନ୍ତି, ଲୋକମାନେ କଳାରଙ୍ଗର ଉପତ୍ାଦକୁ ବିଭିନ୍ନ କ୍ଷେତ୍ର ଓ ଉପତ୍ାଦରେ ଗ୍ରହଣ କରୁଛନ୍ତି। ଗ୍ରାହକମାନଙ୍କ ଲାଗି ରୋଷେଇ ଘରର ନବୀକରଣ କରିବା କିମ୍ବା ଇଣ୍ଟେରିୟରକୁ ସମ୍ଭାନ୍ତ କରିବା ଲାଗି ଅନେକ ସୁବିଧାସୁଯୋଗ ଓ ଉନ୍ନତ ପ୍ରଯୁକ୍ତି ଥିବା ଗୋଦ୍‌ରେଜ୍‌ ଡାର୍କ ଏଡିଶନ ରେଫ୍ରିଜରେଟର ହେଉଛି ବିଚାର କରିବାର ଉପଯୁକ୍ତ ପସନ୍ଦ। ଉଲ୍ଲେଖଯୋଗ୍ୟ, ୧୯୨ରୁ ୫୬୪ ଲିଟର କ୍ଷମତାର ସିଙ୍ଗଲ ଡୋର, ଡବଲ ଡୋର, ବଟମ୍‌ ମାଉଣ୍ଟ ଓ ସାଇଡ୍‌ ବାଏ ସାଇଡ ରେଫ୍ରିଜରେଟରର ମୂଲ୍ୟ ୨୪,୦୦୦ରୁ ୯୦,୦୦୦ ଟଙ୍କା ରହିଛି। ଏହାକୁ ଗ୍ରାହକମାନେ ଷ୍ଟୋର୍‌ରୁ ଓ ଅନ୍‌ଲାଇନରେ କିଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri