ଗଞ୍ଜାମରେ ନୂଆ ଆର୍‌ଟିଓ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍‌ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍‌ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ ଗଞ୍ଜାମରେ ସେ ଯୋଗଦେବା ପରେ ତାଙ୍କୁ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ମଦ ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ତତ୍ତ୍ୱାବଧାନରେ ଜିଲା ଭ୍ରାମ୍ୟମାଣ ଅବକାରୀ ଇନ୍ସପେକ୍ଟର ଉଦେଲାଲ...

ଆରାଧନାରୁ ହେବ ଦିନ ଆରମ୍ଭ

ଅନୁଗୋଳ ଅଫିସ, ୧ା୧: ନବବର୍ଷ ୨୦୨୩କୁ ନେଇ ସବୁଆଡ଼େ ଉତ୍ସବର ବାତାବରଣ। ବର୍ଷର ପ୍ରଥମ ଦିନକୁ କିଏ କେମିତି କାଟିବେ, ତାହାକୁ ନେଇ ବହୁ ପୂର୍ବରୁ...

ସମସ୍ତଙ୍କ ସହଯୋଗରେ ରୋକାଯାଇପାରିବ ହାତୀ ମୃତ୍ୟୁ

କେନ୍ଦୁଝର,୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇଯାଇଛି। କେନ୍ଦୁଝର ଜିଲାରେ ହାତୀଙ୍କ ଚଳପ୍ରଚଳ ଅନ୍ୟ ଜିଲା ଅପେକ୍ଷା...

ଜଳବନ୍ଦୀ ଜୀବନ ବିତାଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର,୧୫ା୮ ( ଡି.ଏନ.ଏ.):୫ବର୍ଷର ଅବଧି ଶେଷ ହୋଇ ଯାଇଥିଲେ ହେଁ ନିର୍ମାଣ ସରୁନି ଚବେରି ନଦୀ ପୋଲ ନିର୍ମାଣ। ଜିଲା ଏବଂ ବ୍ଲକ ପ୍ରଶାସନର ଖାମଖିଆଲ...

ଦର୍ଶକ ଦେଖିବେ ମଥୁରାର ମୟୂରୀ ନୃତ୍ୟ

ଅନୁଗୋଳ ଅଫିସ୍‌, ୬।୨ – ଆସନ୍ତା ୭ ତାରିଖରେ ଅନୁଗୋଳ ଷ୍ଟାଡିୟମରେ ଆରମ୍ଭ ହେବ ଅଷ୍ଟମ ଅନୁଗୋଳ ଜିଲା ମହୋତ୍ସବ। ତିନି ଦିନ ଧରି ହେବାକୁ...

କାଳବୈଶାଖୀର ତାଣ୍ଡବରେ ଗଛଭାଙ୍ଗି ରାସ୍ତା ଅବରୋଧ : ବିଧାୟକ ଅଗ୍ନିଶମ କର୍ମଚାରୀଙ୍କୁ ଡକାଇ କଲେ ସଫା

ପାଟଣା,୨।୬(ସ୍ବ.ପ୍ର.): କାଳବୈଶାଖୀ ତାଣ୍ଡବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ବହୁ କ୍ଷତି ଘଟିଛି। ଏଠାରେ ଘଡ଼ଘଡ଼ି ସାଙ୍ଗୁ ବର୍ଷା ପବନରେ ବଡ଼ ବଡ଼...

ଅବ୍ୟବସ୍ଥା ମଧ୍ୟରେ ଗତିଶ୍ୱର ମହାବିଦ୍ୟାଳୟ, ଆବଶ୍ୟକ ଶ୍ରେଣୀଗୃହ, ସାଇକେଲ ଷ୍ଟାଣ୍ଡ୍‌ ନାହିଁ

ନୂଆଗାଁ,୨୦ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଗତିଶ୍ୱର ମହାବିଦ୍ୟାଳୟରେ ବହୁବିଧ ସମସ୍ୟା ଲାଗିରହିଛି। କଲେଜରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବାବେଳେ...

ମମିତା ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି, ସ୍କୁଟି ଜବତ

ଭବାନୀପାଟଣା,୧।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ରବିବାର...

Advertisement
Archives

Model This Week