ଗଞ୍ଜାମରେ ନୂଆ ଆର୍‌ଟିଓ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍‌ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍‌ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ ଗଞ୍ଜାମରେ ସେ ଯୋଗଦେବା ପରେ ତାଙ୍କୁ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିବା ଜଣାପଡ଼ିଛି।