ନିଯୁକ୍ତିରେ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ଆସିଲା ନୂଆ ନିୟମାବଳୀ

ଭୁବନେଶ୍ୱର,୧୪।୫: ରାଜ୍ୟ ପରିବହନ ପ୍ରାକରଣ (STA) ଅଧୀନରେ ଥିବା ସବ୍-ଇନ୍ସପେକ୍ଟର ଟ୍ରାଫିକ୍ -2021 ଏବଂ ଏକ୍ସାଇଜ୍ କମିଶନରଙ୍କ ଅଧୀନ ଥିବା ଇନ୍ସପେକ୍ଟର ଏକ୍ସାଇଜ୍ ଭଳି ପୋଷ୍ଟଗୁଡିକ ବିଭିନ୍ନ ପଦବୀରେ ଥିବା ଶାରୀରିକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପରୀକ୍ଷାର ନିୟମାବଳୀ, 2022 ର Schedule-1 ରେ ଅନ୍ତର୍ଭୁକ୍ତ କରାଯାଇଛି।

ବର୍ତ୍ତମାନ, ବିଭିନ୍ନ ପଦବୀରେ ଥିବା ଶାରୀରିକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପରୀକ୍ଷାର ନିୟମାବଳୀ, ୨୦୨୨ ର ନିୟମ-୩ ରେ ଧାର୍ଯ୍ୟ କରାଯାଇଥିବା ବ୍ୟବସ୍ଥା ଅନୁଯାୟୀ ଅଗ୍ନିଶମ ସେବା, ହୋମ ଗାର୍ଡ ଏବଂ ସିଭିଲ୍ ଡିଫେନ୍ସ, ଗୃହ (ସିଭିଲ୍ ଡିଫେନ୍ସ) ବିଭାଗର ମହାନିର୍ଦ୍ଦେଶକ ଅଧୀନରେ ଥିବା ନାଗରିକ ପ୍ରତିରକ୍ଷା ପ୍ରଶିକ୍ଷକ/ସିନିୟର ଷ୍ଟୋର ଇନ୍ସପେକ୍ଟରକୁ କୁ ବିଭିନ୍ନ ପଦବୀରେ ଥିବା ଶାରୀରିକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପରୀକ୍ଷାର ନିୟମାବଳୀ, 2022 Schedule-l ଅନ୍ତର୍ଭୂକ୍ତ କରାଯିବ। ଏହାଦ୍ବାରା ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ ଉପରୋକ୍ତ ପଦବୀର ନିଯୁକ୍ତିକୁ ମିଳିତ ନିଯୁକ୍ତି ପରୀକ୍ଷାରେ ପରିଚାଳିତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri