ପ୍ରବଳ ଖରାକୁ ଦେଖି ଗଣଶିକ୍ଷା ବିଭାଗର ନୂଆ ନିୟମ: ଜାଣନ୍ତୁ…

ଭୁବନେଶ୍ୱର,୧।୩: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନୂଆ ଗାଇଡ୍ଲାଇନ ଜାରି କରିଛି। ଅତ୍ୟଧିକ ଖରା ହେବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚେତନତା ମୂଳକ ପଦକ୍ଷେପ ନେଇଛି। ପ୍ରତ୍ୟେକ ବିଦ୍ୟାଳୟ, କଲେଜ ଓ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଇଁ କର୍ତ୍ତୃପକ୍ଷ ପିଇବା ପାଣି ବ୍ୟବସ୍ଥା କରିବେ । ଆବଶ୍ୟକ ସ୍ଥଳେ ଓଆରଏସ୍‌ ବ୍ୟବସ୍ଥା କରିବେ । ଅତ୍ୟଧିକ ଖରାକୁ ଦୃଷ୍ଟିରେ ରଖି ଆଉଟ ଡୋର୍‌ କାର୍ଯ୍ୟକ୍ରମ ବନ୍ଦ କରିବା ସହ ଅଭିଭାବକମାନେ ନିଜ ପିଲାମାନଙ୍କୁ ସ୍କୁଲ ବ୍ୟାଗରେ ପାଣି ବୋତଲ ଦେଇ ଛାଡ଼ିବେ। ସ୍କୁଲ କର୍ତ୍ତୃପକ୍ଷ ପିଲାମାନଙ୍କୁ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ପାଇଁ ସଚେତନତା ଟିପ୍ସ ମଧ୍ୟ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri