୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ ପରିବର୍ତ୍ତନ କରିଛି। ନୂଆ ନିୟମ ୧ ଅକ୍ଟୋବର ୨୦୨୬ରୁ ଲାଗୁ ହେବ।

SBIର ସମସ୍ତ ପ୍ରକାର ସାଲାରି ପ୍ୟାକେଜ ଆକାଉଣ୍ଟ ଧାରକଙ୍କ ପାଇଁ ଅନ୍ୟ ବ୍ୟାଙ୍କର ATM/ADWMରେ SBI ଡେବିଟ କାର୍ଡ ବ୍ୟବହାର କରି ମିଳୁଥିବା ମାସିକ ଫ୍ରି ଟ୍ରାଞ୍ଜାକ୍ସନ ସଂଖ୍ୟା ୧୦ରୁ ହ୍ରାସ ପାଇ ୫ ହେବ। ଏହି ୫ଟି ଫ୍ରି ଟ୍ରାଞ୍ଜାକ୍ସନ ମଧ୍ୟରେ ଫାଇନାନ୍ସିଆଲ ଏବଂ ନନ-ଫାଇନାନ୍ସିଆଲ, ଉଭୟ ପ୍ରକାରର ଟ୍ରାଞ୍ଜାକ୍ସନ ସାମିଲ ରହିବ।

ମାସିକ ଫ୍ରି ଟ୍ରାଞ୍ଜାକ୍ସନ ସୀମା ଶେଷ ହେବା ପରେ ଗ୍ରାହକଙ୍କୁ ଅତିରିକ୍ତ ଚାର୍ଜ ଦେବାକୁ ପଡ଼ିବ
ପ୍ରତ୍ୟେକ କ୍ୟାଶ ଉଠାଣ: ୨୩ ଟଙ୍କା+ GST
ପ୍ରତ୍ୟେକ ନନ-ଫାଇନାନ୍ସିଆଲ ଟ୍ରାଞ୍ଜାକ୍ସନ: ୧୧ ଟଙ୍କା + GST
ଏହି ଚାର୍ଜ ଫ୍ରି ଟ୍ରାଞ୍ଜାକ୍ସନ ସୀମା ଅତିକ୍ରମ କଲେ ଲାଗୁ ହେବ।

ଅନ୍ୟ SBI ଆକାଉଣ୍ଟ ପାଇଁ ନିୟମ ଅପରିବର୍ତ୍ତିତ
SBIର ସାଲାରି ପ୍ୟାକେଜ ଆକାଉଣ୍ଟ ବ୍ୟତୀତ ଅନ୍ୟ ଆକାଉଣ୍ଟ ଧାରକଙ୍କ ପାଇଁ ଫ୍ରି ମାସିକ ATM ଟ୍ରାଞ୍ଜାକ୍ସନ ଏବଂ ସର୍ଭିସ ଚାର୍ଜରେ କୌଣସି ପରିବର୍ତ୍ତନ ହେବ ନାହିଁ। ସମସ୍ତ ସେଣ୍ଟରରେ ଏହି ଗ୍ରାହକମାନେ ପ୍ରତି ମାସରେ ୫ଟି ଫ୍ରି ଟ୍ରାଞ୍ଜାକ୍ସନ ପାଇବେ। ଫ୍ରି ଲିମିଟ ପରେ ଏଠାରେ ମଧ୍ୟ ପ୍ରତ୍ୟେକ କ୍ୟାଶ ଉଠାଣ ପାଇଁ ୨୩ ଟଙ୍କା + GST ଏବଂ ନନ-ଫାଇନାନ୍ସିଆଲ ଟ୍ରାଞ୍ଜାକ୍ସନ ପାଇଁ ୧୧ ଟଙ୍କା + GST ଚାର୍ଜ ଲାଗିବ। ଏହି ଚାର୍ଜ ୧ ଡିସେମ୍ବର ୨୦୨୫ରୁ ଲାଗୁ ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?