ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା

ନୂଆଦିଲ୍ଲୀ,୧୪।୧: ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା ‘ଆଇଡିବିଆଇ ଚିରଞ୍ଜୀବୀ-ସୁପର ସିନିୟର ସିଟିଜେନ ଫିକ୍ସଡ ଡିପୋଜିଟ/ଏଫଡି’ ପ୍ଲାନର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୮୦ ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କ ଆର୍ଥତ୍କ ଆବଶ୍ୟକତାକୁ ପୂରଣ କରିବା ଉଦ୍ଦେଶ୍ୟରେ ଏକ ସ୍ବତନ୍ତ୍ର ଏଫଡି ଉତ୍ପାଦର ଶୁଭାରମ୍ଭ ସର୍ବଭାରତୀୟସ୍ତରରେ ହୋଇଛି। ସେହିଭଳି ଏହି ପଦକ୍ଷେପ ବ୍ୟାଙ୍କର ଷ୍ଟାଣ୍ଡାର୍ଡ ଫିକ୍ସଡ ଡିପୋଜିଟ ରେଟ ଉପରେ ଅତିରିକ୍ତ ୬୫ ବେସିସ ପଏଣ୍ଟ (ବିପିଏସ୍‌) ଏବଂ ବରିଷ୍ଠ ନାଗରିକ ହାର ଉପରେ ୧୫ ବିପିଏସ ପ୍ରଦାନ କରୁଛି। ଏପରିକି ଏହି ଅଫରର ମୁଖ୍ୟ ଆକର୍ଷଣଗୁଡିକ ମଧ୍ୟରେ ୫୫୫ ଦିନର କାର୍ଯ୍ୟକାଳ ପାଇଁ ବାର୍ଷିକ ୮.୦୫% ର ସର୍ବୋଚ୍ଚ ସୁଧ ହାର ସାମିଲ ରହିଛି। ସେହିପରି ବ୍ୟାଙ୍କ ୩୭୫ ଦିନ ପାଇଁ ବାର୍ଷିକ ୭.୯୦%, ୪୪୪ ଦିନ ପାଇଁ ବାର୍ଷିକ ୮% ଏବଂ ୭୦୦ ଦିନ ପାଇଁ ବାର୍ଷିକ ୭.୮୫% ସୁଧ ହାର ପ୍ରଦାନ କରୁଛି।
ଏ ସମ୍ପର୍କରେ ଆଇଡିବିଆଇ ବ୍ୟାଙ୍କର ଉପପରିଚାଳନା ନିର୍ଦ୍ଦେଶକ ସୁମିତ ଫକ୍କା କହିଛନ୍ତି, ବରିଷ୍ଠ ନାଗରିକଙ୍କ ସ୍ବତନ୍ତ୍ର ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଥିବା ‘ଆଇଡିବିଆଇ ଚିରଞ୍ଜୀବୀ-ସୁପର ସିନିୟର ସିଟିଜେନ ଏଫ୍‌ଡି’କୁ ନିକଟରେ ଉପସ୍ଥାପନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ବ୍ୟାଙ୍କର ଏହି ଅଫର ସମ୍ମାନଜନକ ପିଢ଼ିକୁ ଏକ ସୁରକ୍ଷିତ ଏବଂ ନିରାପଦ ନିବେଶ ବିକଳ୍ପ ପ୍ରଦାନ କରିଥାଏ,ଯାହା ସେମାନଙ୍କ ଆର୍ଥତ୍କ ନିରାପତ୍ତା ଏବଂ ମାନସିକ ଶାନ୍ତିର ଗ୍ୟାରେଣ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri