ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ୍‌ କମାଣ୍ଡର ଏନ୍‌ସିସି କଲୋନେଲ ସତ୍ୟବ୍ରତ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଏମ୍‌ଡି ସାଜନ ଅଗ୍ରଓ୍ବାଲଙ୍କ ସମେତ ରାମଅବତାର ଅଗ୍ରଓ୍ବାଲ ଏବଂ ଅଗ୍ରଓ୍ବାଲ ପରିବାର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଏହା ୨ୟ ଶୋ’ରୁମ୍‌ ହୋଇଥିବାବେଳେ ଏଠାରେ ସୁନା,ହୀରା ଓ ରୁପା ସହ ମୂଲ୍ୟବାନ୍‌ ରତ୍ନ ପଥର ସମେତ ବିଭିନ୍ନ ବର୍ଗର ଅଳଙ୍କାର ଡିଜାଇନ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?