ଲେଖା ନକଲ ପାଇଁ ନୂଆ ସଫ୍ଟଓ୍ବେର

ଏବେ ହାଇଟେକ୍‌ ଯୁଗ। ଦିନକୁ ଦିନ ବିଭିନ୍ନ କ୍ଷେତ୍ରରେ ନୂଆ ନୂଆ ଜିନିଷ ଉଦ୍ଭାବନ ହେଉଛି। ନିକଟରେ ୟୁନିଭର୍ସିଟି ଅଫ ସିଡ୍‌ନୀର ବିଶେଷଜ୍ଞମାନେ ଏକ ନୂଆ ସଫ୍ଟଓ୍ବେର ଉଦ୍ଭାବନ କରିଛନ୍ତି। ଏହାଦ୍ୱାରା ହାତ ଲେଖାକୁ ଅବିକଳ ଭାବରେ ନକଲ କରାଯାଇପାରିବ ବୋଲି ସେମାନେ ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି। କେବଳ ସେତିକି ନୁହେଁ, ପରୀକ୍ଷାମୂଳକ ଭାବରେ ଏଥିରୁ ସଫଳତା ମିଳିଛି ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ନୂତନ ଉଦ୍ଭାବିତ ସଫଓ୍ବେର ପ୍ରଥମେ ସଂପୃକ୍ତ ବ୍ୟକ୍ତିଙ୍କର ହାତ ଲେଖାକୁ ଭଲ ଭାବରେ ଅନୁଧ୍ୟାନ କରିଥାଏ। ତା’ପରେ ତାହାକୁ ଅନୁକରଣ କରି ଅବିକଳ ଲେଖିଥାଏ। ଏପରି କି ଐତିହାସିକ ଲେଖାକୁ ମଧ୍ୟ ଅନୁକରଣ କରାଯାଇ ଠିକ୍‌ ସେହିପରି ଲେଖାଯାଇପାରିବ ବୋଲି ରିପୋର୍ଟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?