ରିଲିଜ ହେଲା ‘ଗଙ୍ଗୁବାଇ କାଠିୟାୱାଡି’ର ନୂଆ ଗୀତ

ମୁମ୍ବାଇ: ‘ଗଙ୍ଗୁବାଇ କାଠିୟାୱାଡି’ମୁଭିର ଦ୍ୱିତୀୟ ଗୀତ ଜବ ସଇୟାଁ ରିଲିଜ ହୋଇଯାଇଛି । ଗୀତଟି ଶ୍ରୁତି ମଧୁର ହୋଇଥିବା ବେଳେ ‘ଢୋଲିଡା’ରେ ଗରବା କରୁଥିବା ବେଳେ ଆଲିଆ ଭଟ୍ଟ ଆଖିରେ ଆଖିରେ ପ୍ରେମର ଇସାରା କରୁଛନ୍ତି । ଏହା ରିଲିଜ୍ ହେବା ପରେ ପରେ ଶ୍ରୋତା ତଥା ଦର୍ଶକ ଗୁଣୁଗୁଣେଇବା ଆରମ୍ଭ କରିଦେଇଛନ୍ତି । ଏହି ଗୀତରୁ ଗୋଟିଏ କଥା ସ୍ପଷ୍ଟ ହୋଇଛି ଯେ ଦେହଜୀବୀ ଭଳି ଦଲଦଲରେ ଫସିଥିବା ଗଙ୍ଗୁବାଇ କାଠିୟାୱାଡି ପୁଣିଥରେ ପ୍ରେମ କରିପାରେ । ଆଉ ସେ ଯେବେ ପ୍ରେମରେ ପାଗଳ ହୋଇଥାଏ ସେତେବେଳେ ତା’ର ଆଖି କାମ କରିଥାଏ । ଶ୍ରେୟା ଘୋଷାଲଙ୍କ କଣ୍ଠରେ ଗୀତଟି ଖୁବ୍ ଶ୍ରୁତି ମଧୁର ହାଇଛି । ଗୋଟିଏ ଦିନ ପୂର୍ବରୁ ଆଲିଆ ଏହାର ଏକ ଝଲକ ଶେୟାର କରିଥିଲେ । ଏହି ଗୀତରେ ଆଲିଆଙ୍କ ସହ ଶାନ୍ତନୁ ମାହେଶ୍ୱରୀ ଅଛନ୍ତି, ଯିଏ ଜଣେ ଦର୍ଜି ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri