ବରଗଡ଼ରେ ଯୋଗ ଦେଲେ ନୂଆ ଏସ୍‌ପି

ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ନୂତନ ଏସ୍‌ପି ଭାବେ ଶୁକ୍ରବାର ପରମାର୍‌ ସ୍ମିତ୍‌ ପୁରୁଷୋତ୍ତମ ଦାଶ ଯୋଗଦାନ କରିଛନ୍ତି। ୨୦୧୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ପରମାର୍‌ ଏହା ପୂର୍ବରୁ ନବରଙ୍ଗପୁର ଏସ୍‌ପି ଭାବେ କାର୍ଯ୍ୟରତ ଥିଲେ। ବରଗଡ଼ ଜିଲାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସେ ଅପରାଧ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ, ମାଓବାଦୀ ଦମନ ଭଳି ସବୁଦିଗକୁ ଗୁରୁତ୍ୱ ଦେବେ ବୋଲି ଏସ୍‌ପି ପରମାର୍‌ କହିଛନ୍ତି।

ପ୍ରକାଶଥାଉକି, ଏଠାରେ କାର୍ଯ୍ୟରତ ଥିବା ଏସ୍‌ପି ରାହୁଲ ଜୈନ ବଦଳି ହେବା ପରେ ସେ ଝାରସୁଗୁଡ଼ାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?