ଦାୟୀତ୍ୱ ନେଲେ ଢେଙ୍କାନାଳର ନୂତନ ଏସ୍‌ପି

ଢେଙ୍କାନାଳ ଅଫିସ,୬।୧: ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଓଡ଼ିଶା ପୋଲିସ ସେବାର ବରିଷ୍ଠ ଅଧିକାରୀ ଜ୍ଞାନ ରଞ୍ଜନ ମହାପାତ୍ର ଶୁକ୍ରବାର ପୋଲିସ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଜିଲା ପୋଲିସ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଅତିରିକ୍ତ ଏସ୍‌ପି ପୁରୁଷୋତ୍ତମ ସେଠୀ ଓ ଭବାନିଶଙ୍କର ଉଦ୍‌ଗାତା, ଜିଲାର ସମସ୍ତ ଥାନା ଓ ଫାଣ୍ଡି ଅଧିକାରୀ, ଜିଲା ପୋଲିସ କାର୍ଯ୍ୟାଳୟର ଅଧିକାରୀ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ସେ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପୂର୍ବରୁ ସେ କଟକ ସ୍ପେଶାଲ ବ୍ରାଞ୍ଚର ଏସ୍‌ପି ଥିଲେ । ଅନ୍ୟପଟେ ପୂର୍ବତନ ଏସ୍‌ପି ଲୋଗାନୟାଗି ଦିବ୍ୟା ଭି କଟକ ଭିଜିଲାନ୍ସ ବିଭାଗର ଏସ୍‌ପି ଭାବେ ନିଯୁକ୍ତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri