୩୩ ଦେଶରେ ନୂଆ ଷ୍ଟ୍ରେନ୍‌ ଆତଙ୍କ

ନୂଆଦିଲ୍ଲୀ,୨।୧: ବ୍ରିଟେନ୍‌ରୁ ଆରମ୍ଭ ହୋଇଥିବା କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଏବେ ପୃଥିବୀର ୩୩ଟି ଦେଶରେ ପହଞ୍ଚିଛି। କେତେକ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇଥିବାବେଳେ ନୂଆ ଷ୍ଟ୍ରେନ୍‌ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ଇତିମଧ୍ୟରେ ୪୦ରୁ ଅଧିକ ଦେଶ ବ୍ରିଟେନ୍‌ ସହିତ ବିମାନ ଚଳାଚଳ ବନ୍ଦ କରିସାରିଛନ୍ତି। କରୋନାର ନୂଆ ଷ୍ଟ୍ରେନ୍‌ ୭୦ ପ୍ରତିଶତ ଅଧିକ ବେଗରେ ସଂକ୍ରମଣ କରୁଥିବାରୁ ଲୋକଙ୍କ ମଧ୍ୟରେ କୋକୁହା ଭୟ ସୃଷ୍ଟି ହୋଇଛି। ସମ୍ପ୍ରତି ବ୍ରିଟେନ୍‌ ସହିତ ଆମେରିକା, ତୁର୍କୀ, ଅଷ୍ଟ୍ରେଲିଆ, ବେଲଜିୟମ୍‌, ବ୍ରାଜିଲ୍‌, କାନାଡ଼ା, ଚିଲି, ଚାଇନା, ଡେନମାର୍କ, ଫିନଲାଣ୍ଡ୍‌, ଫ୍ରାନ୍ସ, ଜର୍ମାନୀ, ଆଇସ୍‌ଲାଣ୍ଡ୍‌, ଭାରତ, ଏୟାରଲାଣ୍ଡ, ଇସ୍ରାଏଲ୍‌, ଇଟାଲୀ, ଜାପାନ, ଜୋର୍ଡ଼ାନ, ଲେବାନନ୍‌, ମାଲଟା,, ନେଦରଲାଣ୍ଡ୍‌, ନରଓ୍ବେ, ପାକିସ୍ତାନ, ପର୍ତ୍ତୁଗାଲ, ସିଙ୍ଗାପୁର ଆଦି ଦେଶରେ ନୂଆ ଷ୍ଟ୍ରେନ୍‌ ପହଞ୍ଚି ସାରିଛି। ସେହିପରି ଏହି ତାଲିକାରେ ଦକ୍ଷିଣ କୋରିଆ,ସ୍ପେନ୍‌, ସ୍ବିଡେନ୍‌, ସ୍ବିଜରଲାଣ୍ଡ ଏବଂ ୟୁଏଇ ଆଦି ଦେଶ ମଧ୍ୟ ରହିଛନ୍ତି। ନୂଆ ଷ୍ଟ୍ରେନ୍‌କୁ ରୋକିବା ପାଇଁ କରୋନା ମାର୍ଗଦର୍ଶିକା ପାଳନ ଉପରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri