ନୂଆ ଷ୍ଟ୍ରେନ୍‌ ଆତଙ୍କ: ୫୭୦ ବ୍ରିଟେନ୍‌ ଫେରନ୍ତାଙ୍କ ମିଳୁନି ପତ୍ତା

ଲକ୍ଷ୍ନୌ,୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ନେଇ ଏବେ ଆତଙ୍କ ଜାରି ରହିଛି। ସ୍ବଦେଶ ଫେରୁଥିବା ବ୍ରିଟେନ୍‌ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। ଉତ୍ତରପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ରାଜ୍ୟକୁ ବ୍ରିଟେନ୍‌ରୁ ଫେରିଥିବା ୫୭୦ ଜଣ ଲୋକଙ୍କର କୌଣସି ପତ୍ତା ମିଳୁନି। ପ୍ରଶାସନ ପାଖରେ ସେମାନଙ୍କ ସମ୍ପର୍କରେ କିଛି ବି ସୂଚନା ନାହିଁ। ସେମାନଙ୍କ ଯୋଗୁ ରାଜ୍ୟରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ସଂକ୍ରମଣ ହେବାର ଆଶଙ୍କା ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଡିସେମ୍ବର ୯ରୁ ରାଜ୍ୟକୁ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମୋବାଇଲ୍‌ ଫୋନ୍‌ ସ୍ବିଚ୍‌ ଅଫ୍‌ ଅବା ନଟ୍‌ ରିଚେବୁଲ୍‌ ରହିଛି। ଏହାକୁ ନେଇ ପ୍ରଶାସନ ପକ୍ଷରୁ ଏବେ ସେମାନଙ୍କ ଠିକଣା ଯୋଗାଡ଼ ପାଇଁ ଯୋଜନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିତିଲେ ଗେହଲଟ

ଜୟପୁର,୧୪।୮: ରାଜସ୍ଥାନ ରାଜନୀତିରେ ଲାଗିରହିଥିବା ସଙ୍କଟ ଶେଷ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାର ଆସ୍ଥା ଭୋଟରେ ବିଧାନସଭାରେ ବିଜୟଲାଭ କରିଛନ୍ତି। ବହୁମତ ସାବ୍ୟସ୍ତ...

ନିଜ ଜୀବନ ନିଜେ ବଞ୍ଚାନ୍ତୁ, ପ୍ରଧାନମନ୍ତ୍ରୀ ମୋଦି ମୟୂର ସହ ବ୍ୟସ୍ତ ଅଛନ୍ତି: ରାହୁଲ

ନୂଆଦିଲ୍ଲୀ,୧୪।୯: ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ପୁଣି ଥରେ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ଟୁଇଟ୍‌ ଯୋଗେ...

୭ଦିନ ପାଇଁ ସିଲ୍‌ ହେଲା ୭ଦୋକାନ

ପଦ୍ମପୁର,୨୦।୫(ଡି.ଏନ୍‌.ଏ): କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୩ଟି ଗାଁର ୭ଟି ଦୋକାନକୁ ସିଲ୍‌ କରାଯାଇଛି। ବେତଡା ବଜାରର ନଛିପୁରରେ ଥିବା...

ଡିକେ ଶିବକୁମାର ହେଲେ କର୍ନାଟକ କଂଗ୍ରେସର ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୧।୩: କର୍ନାଟକ କଂଗ୍ରେସର ମଙ୍ଗ ଧରିଛନ୍ତି ଡିକେ ଶିବକୁମାର। ବୁଧବାର ତାଙ୍କୁ କଂଗ୍ରେସ ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯାଇଛି। ସେହିପରି ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୦କୁ ବୃଦ୍ଧି ପାଇଛି। କେବଳ...

ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ୟାସିନ୍‌ ମଲିକ୍‌ଙ୍କୁ ପାଣ୍ଠି ଯୋଗାଉଥିଲେ ହାଫିଜ୍‌ ସଇଦ୍‌: ଏନ୍‌ଆଇଏ ରିପୋର୍ଟ

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମଲିକ୍‌ଙ୍କୁ ଲଶ୍କର-ଇ-ତୋଏବା ମୁଖ୍ୟ ୟାସିନ୍‌ ମଲିକ୍‌ ପାଣ୍ଠି ଯୋଗାଉଥିଲେ। ଏନେଇ ଏନ୍‌ଆଇଏ ପକ୍ଷରୁ ଏକ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ନେତାଙ୍କୁ ଚିଠିରେ ଭୂତାଣୁ ପଠାଯାଇପାରେ

ନୂଆଦିଲ୍ଲୀ,୨୧ା୧୧: ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରି ବିପର୍ଯ୍ୟୟ ଆଣିଥିବାବେଳେ ଶୁକ୍ରବାର ଏହି ଘାତକ ଭାଇରସ୍‌ ସମ୍ପର୍କିତ ଆଉ ଏକ ଆସନ୍ନ ବିପଦକୁ ନେଇ...

Advertisement
Archives

Model This Week