ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି।
ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି।
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...
ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...
କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...
ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...
