ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି।

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…
ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…
ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…
ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…
ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…
ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍ ସ୍ପିନର୍ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…