ଆସନ୍ତାକାଲି ଠାରୁ ବିଦେଶ ଯାତ୍ରା ହେବ ମହଙ୍ଗା

ନୂଆଦିଲ୍ଲୀ,୩୦।୯: ବିଦେଶ ଯାତ୍ରା ପାଇଁ ପ୍ଲାନିଂ କରୁଛନ୍ତି କି? ଅକ୍ଟୋବର ୧ ଅର୍ଥାତ୍‌ ଆସନ୍ତାକାଲିଠାରୁ ବିଦେଶ ଯାତ୍ରା ମହଙ୍ଗା ହେବାକୁ ଯାଉଛି। ରବିବାର ଠାରୁ ବିଦେଶୀ ଟୁର୍‌ ପ୍ୟାକେଜ ମହଙ୍ଗା ହେବାକୁ ଯାଉଛି ।
ବିଦେଶ ଯାତ୍ରା ପାଇଁ ୭ଲ୪ଣୁ ଅଧକ ଟୁର ପ୍ୟାକେଜ ଉପରେ ୨୦ପ୍ରତିଶତ ଟିସିଏସ ଦେବାକୁ ପଡିବ। ବର୍ତ୍ତମାନ ୭ପ୍ରତିଶତରୁ ଅଧିକ ମୂଲ୍ୟର ବିଦେଶୀ ଟୁର୍‌ ପ୍ୟାକେଜ ଉପରେ ୫ ପ୍ରତିଶତ ଟିସିଏସ ଆଦାୟ କରାଯାଉଛି, ଯାହା ଆସନ୍ତାକାଲି ଠାରୁ ୨୦ ପ୍ରତିଶତ ହେବ। କିନ୍ତୁ ଯଦି ଆପଣଙ୍କର ଟୁର୍‌ ପ୍ୟାକେଜ ୭ ଲକ୍ଷରୁ କମ ତେବେ ଆପଣଙ୍କୁ କେବଳ ୫ ପ୍ରତିଶତ ଟିସିଏସ ଦେବାକୁ ପଡିବ।

ସରକାରଙ୍କ ଏହି ନିଷ୍ପତ୍ତି ପର୍ଯ୍ୟଟନ ଶିଳ୍ପ ଉପରେ ପ୍ରଭାବ ପକାଇପାରେ ବୋଲି ଟୁଲ ଅପରେଟରମାନେ କହିଛନ୍ତି। ଟ୍ରାଭେଲ ଏଜେଣ୍ଟସ ଆସୋସିଏସନ ଅଫ ଇଣ୍ଡିଆ ସରକାରଙ୍କୁ ଏହି ଟିସିଏସ ଉପରେ ରୋକ ଲଗାଇବାକୁ ଦାବି କରିଛି। ଏହି କାରଣରୁ ଘରୋଇ ଟୁର୍‌ ଅପରେଟରମାନେ କ୍ଷତି ସହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri