କୋକସରା ତହସିଲର ନୂତନ ତହସିଲଦାର

କୋକସରା,୨।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ଯୋଗଦେଲେ ନୂତନ ତହସିଲଦାର। ପୂର୍ବରୁ ଥିବା ତହସିଲଦାର ମନୋଜ ପାଢ଼ୀଙ୍କୁ ଫୁଲବାଣୀ ଜିଲା ଟିକାବାଲି ବିଡିଓ ଭାବେ ବଦଳି କରାଯିବାପରେ ତାଙ୍କ ସ୍ଥାନରେ ନୂତନ ତହସିଲଦାର ଭାବେ ରାକେଶ ପରୁଆ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ତେବେ କୋକସରା ତହସିଲ ଅଧୀନରେ ଆସୁଥିବା ବିଭିନ୍ନ ରାଜସ୍ବ ସର୍କଲ ଜନସାଧାରଣଙ୍କୁ ଉତ୍ତମ ସେବା ସହ ଯେକୌଣସି ସମୟରେ ଯାହା ସହାୟତା ତହସିଲ ପକ୍ଷରୁ ମିଳିବା କଥା ତାହା ହିତାଧିକାରୀଙ୍କୁ ଦିଆଯିବ ବୋଲି ସେ କହିବା ସହ ଜନସାଧାରଣଙ୍କ ସହଯୋଗ କାମନା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri