ଢେଙ୍କାନାଳରେ ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା

ଭୁବନେଶ୍ୱର,୯।୪: ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌ର ପ୍ରମୁଖ ଟିଏମ୍‌ଟି ବାର୍‌ ଓ ସମନ୍ବିତ ଇସ୍ପାତ ଉପତ୍ାଦ ନିର୍ମାତା ରୁଙ୍ଗ୍‌ଟା ଷ୍ଟିଲ୍‌ର ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓଡ଼ିଶାର ଢେଙ୍କାନାଳସ୍ଥିତ କମ୍ପାନୀର ନୂତନ କାରଖାନା କାର୍ଯ୍ୟକ୍ଷମ ହୋଇଥିବା ଜଣାପଡ଼ିଛି। ଏହି ଅତ୍ୟାଧୁନିକ କାରଖାନାରେ ରୁଙ୍ଗ୍‌ଟା ମାଇନ୍ସର ପ୍ରମୁଖ ଉପତ୍ାଦ ଷ୍ଟିଲ୍‌ ଟିଏମ୍‌ଟି ବାର୍‌ର ପ୍ରକ୍ରିୟାକରଣ କରାଯିବ। ଏହି କାରଖାନା କାର୍ଯ୍ୟକ୍ଷମ ହେବା ରୁଙ୍ଗ୍‌ଟା ଷ୍ଟିଲ୍‌ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ପାଲଟିଛି। କାରଣ କମ୍ପାନୀ ଛତିଶଗଡ଼, ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଗୁଜରାଟ ଓ ମଧ୍ୟପ୍ରଦେଶ ବଜାରରେ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବା ସହ ଉଚ୍ଚମାନର ଷ୍ଟିଲ୍‌ ଟିଏମ୍‌ଟି ବାର୍‌ ଉପତ୍ାଦନ କରିବା ଲାଗି କମ୍ପାନୀର କ୍ଷମତାକୁ ମଧ୍ୟ ନୂତନ କାରଖାନା ବଢ଼ାଇବ ବୋଲି ଆକଳନ କରାଯାଉଛି। ବିଶେଷକରି କମ୍ପାନୀର ସମ୍ପ୍ରସାରିତ ଭାରତୀୟ ବଜାରରେ ଗୁଣାତ୍ମକ ଇସ୍ପାତ ଚାହିଦା ପୂରଣ କରିବାରେ ବେଶ୍‌ ସହାୟକ ହେବ। ଏ ସମ୍ପର୍କରେ ରୁଙ୍ଗ୍‌ଟା ଷ୍ଟିଲ୍‌ର ବରିଷ୍ଠ ମହାପ୍ରବନ୍ଧକ ଏବଂ ବିକ୍ରି ଓ ମାର୍କେଟିଂ ମୁଖ୍ୟ(ଟିଏମ୍‌ଟି) ଅରବିନ୍ଦ କୁମାର କହିଛନ୍ତି, ଅତ୍ୟନ୍ତ ଖୁସିର ସହ ଆମେ ଢେଙ୍କାନାଳ ଠାରେ ନୂତନ କାରଖାନା କାର୍ଯ୍ୟକ୍ଷମ କରାଇଥିବା ବିଷୟରେ ଘୋଷଣା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri