ବରଗଡ଼ରେ ଯୋଗଦେଲେ ନୂଆ ଜିଲାପାଳ ମୋନିଷା ବାନାର୍ଜୀ: ଧାନ ସଂଗ୍ରହ ଓ କୃଷିକୁ ଦେବେ ପ୍ରାଥମିକତା

ବରଗଡ଼ ଅଫିସ,୧।୭: ବରଗଡ଼ର ନୂଆ ଜିଲାପାଳଭାବେ ମୋନିଷା ବାନାର୍ଜୀ (ଆଇଏଏସ) ଗୁରୁବାର ଯୋଗଦାନ କରିଛନ୍ତି। ବରଗଡ଼ କୃଷି ପ୍ରାଧାନ୍ୟ ଜିଲା ହୋଇଥିବା ଯୋଗୁ ସେ ଧାନ ସଂଗ୍ରହକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି କୃଷି, ଅଣଧାନ ଚାଷକୁ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ଜିଲାପାଳ ବାନାର୍ଜୀ ପ୍ରକାଶ କରିଛନ୍ତି। ଏହା ସହିତ ଆଗକୁ କୋଭିଡ୍‌ର ତୃତୀୟ ଲହର ଆଶଙ୍କା ଥିବାରୁ ଏହାକୁ ପ୍ରତିହତ ପାଇଁ ପଦକ୍ଷେପ, ଶିକ୍ଷା ତଥା ଅନାଥ ପିଲାଙ୍କ ଭବିଷ୍ୟତ ପାଇଁ ସେମାନଙ୍କୁ ସମସ୍ତ ସୁବିଧା ସୁଯୋଗକୁ ଗୁରୁତ୍ୱ ଦିଆଯିବ ବୋଲି ସେ କହିଥିଲେ। ୫-ଟିକୁ ଗୁରୁତ୍ୱ ଦିଆଯିବ। ପ୍ରଶାସନିକ ସେବା ପାଇବାରୁ ଯେଭଳି କାହାକୁ ହଇରାଣ,, ହରକତ ହେବାକୁ ପଡ଼ିବ ନାହିଁ ସେଥିପ୍ରତି ମଧ୍ୟ ଯଥେଷ୍ଟ ଦୃଷ୍ଟି ଦିଆଯିବ ଏବଂ ସମ୍ମିଳିତ ସହଯୋଗରେ ଜିଲାର ବିକାଶ ଦିଗରେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ବାନାର୍ଜୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ଘୂର୍ଣ୍ଣିଝଡ଼, କୁଆପଥର ବର୍ଷା

ଜି.ଉଦୟଗିରି, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ କୁଆପଡ଼ର ବର୍ଷା ହୋଇଥିଲା। ପ୍ରାୟ ଏକ ଘଣ୍ଟାଧରି ଏହି ଘୂର୍ଣ୍ଣିଝଡ଼...

୧୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ତାଳଚେର,୨୦ା୫(ନି.ପ୍ର.)- ତାଳଚେର ବ୍ଲକ କଳମଛୁଇଁ ପଞ୍ଚାୟତରେ ବିଏସ୍‌ଏନ୍‌ଏଲ୍‌ ସେବା ୧୫ ଦିନ ହେଲା ଠପ୍‌ ହୋଇଯାଇଛି। ଜିଓ କମ୍ପାନୀ ନିଜ ନେଟୱର୍କ ସୁଦୃଢ କରିବା ପାଇଁ...

ଦୋଷୀ ବାପାଙ୍କୁ ଆଜୀବନ ଜେଲ

କେନ୍ଦୁଝର,୩୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ମମିତା ଦାସ ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ଶୁଣାଣି କରି ପୁଅକୁ...

ସିସିଏଙ୍କ ମାଡ଼ରେ ଛାତ୍ର ଆହତ

ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ...

ଧରମ ପୁଅ ନିର୍ଯାତନାରେ ମହିଳା ଅତିଷ୍ଠ

କେନ୍ଦୁଝର,୧୮।୨ (ସ୍ବ.ପ୍ର.): ନିଜର ପୁଅ ନ ଥିବାରୁ ଧରମ ପୁଅ କରି ଆଣି ପାଳିଥିଲେ। ଏବେ ସେହି ଧରମ ପୁଅ ତାଙ୍କୁ ନିର୍ଯାତନା ଦେଉଛନ୍ତି। ନିର୍ଯାତନାରେ...

ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ

ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର...

ପୋଡିଯାଇଛି ଟ୍ରାନ୍ସଫର୍ମର, ମରାମତି ଦାବି

ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ଗିରାଙ୍ଗ ସିପିପି ରାସ୍ତାପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ୩...

ଅଣ୍ଡିଲୋ ଗାଁରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୭ା୮(ଡି.ଏନ୍‌.ଏ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ହେବା ଯୋଗୁ ବାଲିଅନ୍ତା ପଞ୍ଚାୟତର ଅଣ୍ଡିଲୋ ଗ୍ରାମର ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି...

Advertisement
Archives

Model This Week