Posted inଜାତୀୟ

‘ନଡ଼ିଆ ବାଡ଼େଇ ରାସ୍ତା ଭାଙ୍ଗିବା ଭାଜପା ଆରମ୍ଭ କରିଛି’

ମଥୁରା,୭।୧୨: ପୂର୍ବରୁ ପରମ୍ପରା ଥିଲା ରାସ୍ତାରେ ନଡ଼ିଆ ପିଟିଲେ ନଡ଼ିଆ ଫାଟୁଥିଲା। କିନ୍ତୁ ଏବେ ରାସ୍ତାରେ ନଡ଼ିଆ ପିଟିଲେ, ରାସ୍ତା ଫାଟୁଛି। ଏହି ପରମ୍ପରା ଭାଜପା ଆରମ୍ଭ କରିଛି। ଏଭଳି ଢ଼ଙ୍ଗରେ ଶାସକ ଭାଜପା ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସମାଲୋଚନା କରିଛନ୍ତି ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବ।

ଚଳିତ ମାସରେ ବିଜନୋର ସଦାର ଭାଜପା ବିଧାୟକ ସୁଚି ସୌସମ ଚୌଧୁରୀ ୭ କିମି ରାସ୍ତାର ଉଦ୍‌ଘାଟନ କରିଥିଲେ। ୧.୧୬ କୋଟି ଟଙ୍କାରେ ନିର୍ମିତ ରାସ୍ତାରେ ଭାଜପା ବିଧାୟକ ନଡ଼ିଆ ପିଟିବା ପରେ ରାସ୍ତାରେ ଫାଟି ଯାଇଥିଲା।

ମଥୁରାରେ ଆୟୋଜିତ ରାଲିକୁ ସମ୍ବୋଧନ ଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି, ୟୁପିବାସୀ ଭାଜପାଠୁ ଅତିଷ୍ଟ ହୋଇପଡ଼ିଲେଣି। ଲୋକଙ୍କ ରାଗ ଦେଖି ଲାଗୁଛି, ଭାଜପା ୪୦୦ ଆସନରେ ହାରିପାରେ। ପଶ୍ଚିମ ୟୁପିରୁ ସେମାନଙ୍କ ମୂଳପୋଛ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ଆଣବିକ ପ୍ଲାଣ୍ଟକୁ ଆକ୍ରମଣ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri