ନୂଆରୂପରେ ଟ୍ରାଫିକ ପୋଷ୍ଟ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ବିଏମ୍‌ସି, ବିଡିଏ ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ସଜେଇବା ପାଇଁ ଜୋର୍‌ଦାର ପ୍ରୟାସ ଚାଲିଛି। ରାଜଧାନୀରେ ୯ଟି ନୂଆ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣ କରାଯାଇଛି। ଏହି ଟ୍ରାଫିକ୍‌ ପୋଷ୍ଟ ଗୁଡିକ ଅର୍କକ୍ଷେତ୍ର କୋଣାର୍କ କିର୍ତ୍ତୀରାଜ ଗୌରବ ବହନ କରିବ, ଯେଉଁଥିରେ କୋଣାର୍କର ସଙ୍କେତ ସ୍ଥାନ ପାଇଛିି। ୫୦ ଲକ୍ଷ ଟଙ୍କା ବ୍ୟୟରେ ଶିଶୁଭବନ ଛକ, ଏଜିଛକ, ଏୟାରପୋର୍ଟ ଛକ, କ୍ୟାପିଟାଲ ହସ୍ପିଟାଲ ଛକ, ରୂପାଲି ଛକ, ବେହେରା ସାହି ଛକ, ପୋଲିସ କମିଶନରେଟ୍‌ ଛକ, ରାମ ମନ୍ଦିର ଏବଂ ବାଣୀବିହାର ଛକରେ ନୂତନ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣ ହୋଇଛି। ଏଠାରେ ସିସିଟିଭି କ୍ୟାମେରା ସହିତ ସୋଲାର ସିଷ୍ଟମରେ ଫ୍ୟାନ୍‌ ବୁଲିବ, ମୋବାଇଲ ଚାର୍ଜ ଏବଂ ମାଇକ୍ରୋଫୋନ୍‌ର ବ୍ୟବସ୍ଥା ରହିବ। ରାଜଧାନୀର ଏହି ପ୍ରମୁଖ ଛକଗୁଡିକରେ ପ୍ରତିଦିନ ଶହ ଶହ ସଂଖ୍ୟାରେ ଲୋକମାନେ ଯାତାୟାତ କରିଥାନ୍ତି। ସ୍ମାର୍ଟସିଟିର ଏଭଳି ପ୍ରୟାସ ଲୋକମାନଙ୍କୁ କୋଣାର୍କର ଏତିହ୍ୟ ଗାଥା କଥା ମନେ ପକାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri