Posted inଜାତୀୟ

ଅନ୍ଧେରି ଉପ-ନିର୍ବାଚନରେ ନୂଆ ମୋଡ଼: ଉଦ୍ଧବଙ୍କ ପ୍ରାର୍ଥୀଙ୍କୁ ବିଜୟୀ କରିବା ଲାଗି ଶିନ୍ଦେ ବିଧାୟକଙ୍କ ଅପିଲ…

ମୁମ୍ବାଇ,୧୭।୧୦ : ମହାରାଷ୍ଟ୍ରର ଅନ୍ଧେରି ଉପ-ନିର୍ବାଚନରେ ନୂଆ ମୋଡ଼ ଆସିଛି। ନଭେମ୍ବର ୩ରେ ମୁମ୍ବାଇର ଉପକଣ୍ଠ ଅନ୍ଧେରିର ପୂର୍ବ ବିଧାନସଭା ଆସନରେ ଉପ-ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ଉଭୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉଦ୍ଧବ ଠାକରେଇ ଦଳ ପାଇଁ ଏହି ସିଟ ସମ୍ମାନର ପ୍ରଶ୍ନ। ଏହି ସମୟରେ, ଶିନ୍ଦେଙ୍କ ଦଳର ଜଣେ ବିଧାୟକ ଠାକରେ ଦଳ ପ୍ରାର୍ଥୀ ଋତୁଜା ଲଟକେଙ୍କୁ ସମର୍ଥନ କରିଛନ୍ତି। କେବଳ ଏତିକି ନୁହେଁ, ଋତୁଜାଙ୍କୁ ନିର୍ବିରୋଧ ଜିତାଇବାକୁ ସେ ଅପିଲ କରିଛନ୍ତି।

ଉଦ୍ଧବ ବାଲାସାହେବ ଠାକରେ ଦଳ ପକ୍ଷରୁ ଋତୁଜାଙ୍କୁ ଆନ୍ଧେରି ପୂର୍ବ ବିଧାନସଭା ଆସନ ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ କରାଯାଇଛି। ସେ ସ୍ବର୍ଗତ ଶିବସେନା ବିଧାୟକ ରମେଶ ଲଟକେଙ୍କ ସ୍ତ୍ରୀ।

ଋତୁଜା କହିଛନ୍ତି ଯେ ତାଙ୍କ ସ୍ବାମୀ ରମେଶ ଉଦ୍ଧବ ଠାକରେଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ସେ ମଧ୍ୟ ସ୍ବାମୀଙ୍କ ପଦାନୁସରଣ କରିବେ।

ଦଳର ବିଧାୟକଙ୍କ ଏଭଳି ମନ୍ତବ୍ୟ ନେଇ ଶିନ୍ଦେ ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?