Posted inଜାତୀୟ

ଶ୍ରଦ୍ଧା ହତ୍ୟାକାଣ୍ଡରେ ନୂଆ ମୋଡ : ପୋଲିସ ପାଖରେ ଆଫତାବଙ୍କ ବିରୋଧରେ ନାହିଁ ପ୍ରମାଣ !…

ନୂଆଦିଲ୍ଲୀ,୩୦।୧୧ : ଅଭିଯୁକ୍ତ ଆଫତାବ ପୁନାଓ୍ବାଲ ଶ୍ରଦ୍ଧା ଓ୍ବାକରଙ୍କୁ ହତ୍ୟା କରିଛନ୍ତି ବୋଲି ପ୍ରମାଣ କରିବାକୁ ଦିଲ୍ଲୀ ପୋଲିସ ପାଖରେ ଏପର୍ଯ୍ୟନ୍ତ କୌଣସି ପ୍ରମାଣ ନାହିଁ। ନିଜକୁ ହାଇ-ଟେକ ବୋଲି କହୁଥିବା ଦିଲ୍ଲୀ ପୋଲିସ ବର୍ତ୍ତମାନ ପ୍ରମାଣ ସଂଗ୍ରହରେ ନିୟୋଜିତ ଅଛି। ନିଖୋଜ ରିପୋର୍ଟ, ହାଡ ଖଣ୍ଡ, ମୋବାଇଲ, ଛୁରୀ, ଟାଇଲରୁ ରକ୍ତ ଦାଗ ଏବଂ ଅନଲାଇନ ସାମଗ୍ରୀ ଅର୍ଡର କରିବା ଭଳି ପୋଲିସ ଏପର୍ଯ୍ୟନ୍ତ ପ୍ରମାଣ ପାଇଛି, କିନ୍ତୁ ଅଭିଯୁକ୍ତ ଶ୍ରଦ୍ଧାଙ୍କୁ ହତ୍ୟା କରିଥିବା ଏହି ପ୍ରମାଣରୁ ଏହା କୁହାଯାଇପାରିବ ନାହିଁ।

ପଲିଗ୍ରାଫି ପରୀକ୍ଷା ଏବଂ ନାର୍କୋ ମଧ୍ୟ ପ୍ରମାଣ କରିବ ନାହିଁ ଯେ ଆଫତାବ ଶ୍ରଦ୍ଧାଙ୍କୁ ହତ୍ୟା କରିଛନ୍ତି। ପୋଲିସ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ସଂଗ୍ରହର ସୂଚନା ପାଇପାରିବ ବୋଲି ପଲିଗ୍ରାଫି ପରୀକ୍ଷା ଏବଂ ନାର୍କୋ ପରୀକ୍ଷା କରୁଛି। ସୂଚନା ପାଇବା ପାଇଁ ପୋଲିସ ଦିନରାତି କାର୍ଯ୍ୟ କରୁଛି। ଅଭିଯୁକ୍ତ ଆଫତାବ ଆରମ୍ଭରୁ କହିଆସୁଛନ୍ତିି ଯେ ଶ୍ରଦ୍ଧା ତାଙ୍କୁ ଛାଡି ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri