ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ବିଷ୍ଟ, କେବଳ ପ୍ରିନ୍ସପାଲ କି ସମୀର ସାହୁ ଦୋଷୀ ନୁହନ୍ତି, ବଡ଼ ଖୁଲାସା

ଭୁବନେଶ୍ୱର,୧୬।୭: FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାକୁ ନେଇ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ତେବେ ମଙ୍ଗଳବାର ଲୋକ ସେବା ଭବନରେ ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ସରିବା ପରେ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇ କହିଥିଲେ, ଏଥିରେ କେବଳ କଲେଜ ପ୍ରିନ୍ସପାଲ ଏବଂ HOD ସମୀର ସାହୁ ଏଥିରେ ଦୋଷୀ ନୁହଁନ୍ତି। ଏଥିରେ ଗୁଡିଏ ଦୋଷୀ ଅଛନ୍ତି। ମୃତକ ସୌମ୍ୟାଶ୍ରୀଙ୍କୁ ଅନେକ ଜଣ ନିର୍ଯାତନା, ଅପମାନିତ କରିଛନ୍ତି। ନ୍ୟାୟ ଦେବା ପାଇଁ ସବୁ ପଦକ୍ଷେପ ନେବାକୁ ମୋହନ ସରକାର ପ୍ରସ୍ତୁତି ଥିବା ମନ୍ତ୍ରୀ କହିଛନ୍ତି। ସରକାର ସବୁ ଦିଗକୁ ନେଇ ତଥ୍ୟ ସଂଗ୍ରହ କରୁଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି । ସମୟ ଦିଅନ୍ତୁ ଆହୁରି ତଥ୍ୟ ମିଳିବ । ଛାତ୍ରୀଙ୍କ ମୃତ୍ୟୁ ପରେ ଦଫା ପରିବର୍ତ୍ତନ କରାଯାଇଛି ।

ଛାତ୍ରୀଙ୍କ ମୃତ୍ୟୁ ଘଟିବା ପରେ ଜଳୁଛି ଓଡ଼ିଶା । ବିଜେଡି ଏବଂ ଭାଜପା ସରକାରଙ୍କୁ ଏକଦମ ଘାଇଲା କରିସାରିଲେଣି । ବାରମ୍ବାର ମୁଖ୍ୟମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଉଛି । ଏପରିକି ଜୁଲାଇ ୧୭ ତାରିଖରେ ଓଡ଼ିଶା ବନ୍ଦ ପାଇଁ ବି ଡାକରା ଦେଇଛି କଂଗ୍ରେସ ।

 


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri