ରିୟା ଚର୍କବର୍ତ୍ତୀଙ୍କ ନାମରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଲେ ସୁଶାନ୍ତଙ୍କ ବାପା; ଦାୟର କଲେ ଏତଲା

ବମ୍ବେ: ଦିନକୁ ଦିନ ନୂଆ ମୋଡ଼ ନେଉଛି ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା। ଏବେ କଥିତ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ନାମରେ ସୁଶାନ୍ତଙ୍କ ବାପା କେ.କେ ସିଂହ ପାଟଣାର ରାଜୀବନଗର ଥାନାରେ ଏତଲା ଦାୟର କରିଛନ୍ତି। ରିୟା ସୁଶାନ୍ତଙ୍କଠାରୁ ଟଙ୍କା ନେଇଛନ୍ତି ଏବଂ ତାଙ୍କୁ ସୁଇସାଇଡ୍‌ ପାଇଁ ଉସୁକାଇଛନ୍ତି। ଏହାଛଡ଼ା ବମ୍ବେ ପୋଲିସ କରୁଥିବା ଯାଞ୍ଚ ଉପରେ ତାଙ୍କୁ ଭରସା ନ ଥିବା ସେ ଦର୍ଶାଇଛନ୍ତି।

କେ.କେ. ସିଂହ ରିୟା ଓ ତାଙ୍କ ପରିବାର ଉପରେ ଆହୁରୀ ଗମ୍ଭୀର ଆରୋପ ଲଗାଇଛନ୍ତି। ରିୟା ସୁଶାନ୍ତଙ୍କୁ ପ୍ରତାରଣା କରିଥିଲେ। ତାଙ୍କ ପଇସା ନେଇଯିବା ସହ ପରିବାର ସହ ସମ୍ପର୍କ ତୁଟାଇ ଦେଇଥିଲେ ବୋଲି ସେ କହିଛନ୍ତି।

ଅଭିଯୋଗ ପରେ ମାମଲାର ଯାଞ୍ଚ ପାଇଁ ପାଟଣାର ୪ଜଣିଆ ଟିମ୍‌ ବମ୍ବେ ଆସିଛି। ବମ୍ବେ ପୋଲିସଠାରୁ ସୁଶାନ୍ତଙ୍କ ହତ୍ୟା ସହ ଜଡ଼ିତ କାଗଜପତ୍ର ସେମାନେ ନେବେ। ଏହାଛଡ଼ା ରିୟାଙ୍କୁ ପଚରାଉଚରା କରିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri