କନଷ୍ଟେବଳ ଶୁଭମିତ୍ରା ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ: ସାମ୍ନାକୁ ଆସିଲା ମ୍ୟାରେଜସାର୍ଟିଫିକେଟ

ଭୁବନେଶ୍ୱର,୧୭।୯: ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କୁ ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ ସାମ୍ନାକୁ ଆସିଛି। ଅଭିଯୁକ୍ତ କୁହାଯାଉଥିବା ଦୀପକ-ଶୁଭମିତ୍ରାଙ୍କ ମ୍ୟାରେଜ ସାର୍ଟିଫିକେଟ ମିଳିଛି। ଶୁଭମିତ୍ରା ସାହୁଙ୍କୁ କୋର୍ଟରେ ବିବାହ କରିଥିଲେ ଦୀପକ ରାଉତ ଯାହା ଏବେ ଚର୍ଚ୍ଚା ହେଉଛି।

ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬ ତାରିଖରେ ଭୁବନେଶ୍ୱରରେ ଶୁଭମିତ୍ରାଙ୍କୁ ହତ୍ୟା କରି ତାଙ୍କ ଡେଡ୍‌ବଡିକୁ କାର୍‌ ଯୋଗେ ଦୀପକ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳକୁ ନେଇଥିଲେ।

ପରେ ଘଟଗାଁ ଅଞ୍ଚଳର ଜଙ୍ଗଲରେ ମୃତଦେହ ପୋତି ଦେଇଥିଲେ। ମୃତଦେହ ନେଇଥିବା କାର୍‌କୁ ପୋଲିସ ଜବତ କରିଥିବାବେଳେ ଘଟଣାସ୍ଥଳରେ ପହଞ୍ଚିଛି। ଉକ୍ତ ଘଟଣାର ତଦନ୍ତ ପାଇଁ ଘଟଗାଁରେ କମିଶନରେଟ୍‌ ପୋଲିସର ୧୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ୨୦ ଲକ୍ଷ ଟଙ୍କା ପାଇଁ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଥିବା ପୋଲିସକୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri