Posted inଜାତୀୟ

ଗୈରିକ ରଙ୍ଗରେ ନଜର ଆସିବ ବନ୍ଦେ ଭାରତ ଏକ୍ସପ୍ରେସ, ଫଟୋ ଶେୟାର କଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ,୯।୭: ବନ୍ଦେ ଭାରତ ଏକ୍ସପ୍ରେସକୁ ବର୍ତ୍ତମାନ ଏକ ନୂଆ ରଙ୍ଗରେ ଦେଖିବାକୁ ମିଳିବ। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ବିଟ୍‌ କରି ଏହାର ଝଲକ ଦେଖାଇଛନ୍ତି। ସେ ତାଙ୍କ ଟୱିଟର ହ୍ୟାଣ୍ଡେଲରେ ବନ୍ଦେ ଭାରତର ନୂଆ ଲୁକ୍‌କୁ ଶେୟାର କରିଛନ୍ତି। ଟ୍ବିଟ୍‌ କରି କହିଛନ୍ତି ଏକ୍ସପ୍ରେସର ଏହି ରଙ୍ଗ ତ୍ରିରଙ୍ଗା ପତାକାର ରଙ୍ଗକୁ ନେଇ କରାଯାଇଛି। ଟ୍ରେନ୍‌ରେ ଗୈରିକ, ଧଳା ଏବଂ କଳା ରଙ୍ଗର ମିଶ୍ରଣ ଦେଖିବାକୁ ମିଳିବ। ପୂର୍ବରୁ ଏହାର ରଙ୍ଗ ନୀଳ ଏବଂ ଧଳା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?