ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ ଚାରିଆଡ଼େ ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ବିଦେଶରୁ ଆସୁଥିବା ଲୋକଙ୍କ ପ୍ରତି କଡ଼ା ନଜର ରଖିବାକୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

କେବଳ ସେତିକି ନୁହେଁ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟ୍‌ମେଣ୍ଟ, ଟିକାକରଣ ଉପରେ ଫୋକସ୍‌ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିୟମିତ ଭାବେ ଆରଟିପିସିଆର ସାମ୍ପୁଲ ପଠାଇବାକୁ ଚିଠିରେ ଲେଖିଛନ୍ତି। ଏହାବ୍ୟତୀତ ସ୍କୁଲ, କଲେଜ, ହଷ୍ଟେଲ ଉପରେ କଡ଼ା ନଜର ରଖିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି। କୋଭିଡ଼ ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri