Posted inଜାତୀୟ

‘ଓମିକ୍ରନ ଭଳି ନୂଆ ନୂଆ ଭାରିଆଣ୍ଟ ଆଗକୁ ଆସିବ’

ନୂଆଦିଲ୍ଲୀ,୨୪।୧: ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଓମିକ୍ରନ କରୋନାର ଶେଷ ନୁହଁ । ଏହା ପରେ ମଧ୍ୟ ମ୍ୟୁଟେସନ ଯୋଗୁ ନୂଆ ନୂଆ ଭାରିଆଣ୍ଟ ଆସିପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ହୁ)ର ବୈଷୟିକ ବିଭାଗ ମୁଖ୍ୟ ମାରିଆ ଭ୍ୟାନ କ୍ରେକୋଭେ କହିଛନ୍ତି। ସାରା ବିଶ୍ୱରେ ଭ୍ୟାକ୍ସିନେସନ ବଢ଼ାଇବା ଯଥେଷ୍ଟ ହେବ ନାହିଁ ବରଂ ଏହାର ସଂକ୍ରମଣ ରୋକିବା ଦିଗରେ ମଧ୍ୟ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ।  ତେବେ ଏହା ଡେଲ୍ଟା ଭାରିଆଣ୍ଟ ଠାରୁ ଲୋକଙ୍କୁ କମ ଗୁରୁତର କରୁଛି । ତଥାପି ଟିକା ନେଇ ନ ଥିବା ଏବଂ ଅନ୍ୟାନ୍ୟ ରୋଗ ଥିବା ଲୋକଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡ଼ୁଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri