କରୋନାର ନୂଆ ଲହର: ୪୦ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୫୨ ପ୍ରତିଶତ ବୃଦ୍ଧି ଘଟିଥିବା ନେଇ ଚେତାବନୀ ଦେଲା ଡବ୍ଲୁଏଚଓ…

ଜେନେଭା,୨୩।୧୨ : କରୋନା ମହାମାରୀର ନୂଆ ଲହର ପୁଣି ଥରେ ବିଶ୍ୱର ୪୦ ଦେଶରେ ନିଜର ଆତଙ୍କ ସୃଷ୍ଟି କରିଛିତେବେ ମାମଲାଗୁଡ଼ିକରେ ସାମାନ୍ୟ ହ୍ରାସ ଘଟିଥିବାର ଦେଖାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏହାର ସର୍ବଶେଷ ଅଦ୍ୟତନରେ କହିଛି ଯେ ଏହି ଭାଇରସ ଯୋଗୁଁ ମୃତ୍ୟୁ ସଂଖ୍ୟା ପୂର୍ବ ୨୮ ଦିନ ତୁଳନାରେ ୮ ପ୍ରତିଶତ ହ୍ରାସ ପାଇଛି ଏବଂ ୩୦୦୦ ରୁ ଅଧିକ ନୂତନ ମୃତ୍ୟୁ ଘଟିଛି।

ଡବ୍ଲୁଏଚଓ କହିଛି ଗତ ଚାରି ସପ୍ତାହ ମଧ୍ୟରେ ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ ପ୍ରତିଶତ ବୃଦ୍ଧି ପାଇଛି। କରୋନା ମହାମାରୀର ଦ୍ରୁତ ଗତିରେ ବଢୁଥିବା ମାମଲା ମଧ୍ୟରେ ଡବ୍ଲୁଏଚଓ ଏହାକୁ ଏକ ‘ ଭ୍ୟାରିଆଣ୍ଟ ଅଫ ଇଣ୍ଟ୍ରେଷ୍ଟ’ ବୋଲି କହିଛି। ଡବ୍ଲୁଏଚଓ ଅନୁଯାୟୀ, ଏହା ବିଏ.୨.୮୬ ବଂଶର ଅଟେ।

ସମ୍ପ୍ରତି, ଅନେକ ଦେଶରେ ଜେଏନ.୧ ଭ୍ୟାରିଆଣ୍ଟର ରିପୋର୍ଟ ହୋଇଛି ଏବଂ ବିଶ୍ୱରେ ଏହାର ଆକ୍ରାନ୍ତଙ୍କ ସଂଖ୍ୟ ବୃଦ୍ଧି ପାଉଛି। ଭାରତରେ ଏହାର ଏକ ମାମଲା ମଧ୍ୟ ସାମ୍ନାକୁ ଆସିଛି। ଭାରତର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁଯାୟୀ, ଆମେରିକା, ଚାଇନେ, ସିଙ୍ଗାପୁର ଏବଂ ଭାରତରେ ’ଜେଏନ.୧ ମାମଲା ଦେଖିବାକୁ ମିଳିଛି। ଚାଇନାରେ ଏଭଳି ସାତୋଟି ମାମଲା ରିପୋର୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri